ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୫ଦିନ ଯାଏଁ ବର୍ଷିବ

The Sakala Picture
Published On

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ଯନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷାର ପରିମାଣ ବଢିଥିବାବେଳେ ଆଗାମୀ ୨୪ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା କାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ […]

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ଯନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷାର ପରିମାଣ ବଢିଥିବାବେଳେ ଆଗାମୀ ୨୪ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା କାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଏଥିପାଇଁ ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଏବଂ କଟକକୁ ସତର୍କତା ଜାରି ହୋଇଛି । ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ତେବେ ଅଗଷ୍ଟ ୨ତାରିଖ ପର୍ଯ୍ଯନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ । ଏହାସହିତ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ବହିବ ପବନ । ୩୦ ତାରିଖ ପର୍ଯ୍ଯ ନ୍ତ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଜୁଲାଇ ୨୭ ପର୍ୟ୍ୟନ୍ତ ରାଜ୍ୟରେ ୪୦୨.୧ ମିଲିମିଟର ବର୍ଷା ହୋଇଛି । କିନ୍ତୁ ଏହି ସମୟରେ ୫୧୧ଦଶମିକ ୬ ପ୍ରତିଶତ ବର୍ଷା ହେବା କଥା । ରାଜ୍ୟରେ ଏବେ ୧୪ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିଲା ବେଳେ ବାକି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

27 Jul 2021 By The Sakala

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୫ଦିନ ଯାଏଁ ବର୍ଷିବ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ଯନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷାର ପରିମାଣ ବଢିଥିବାବେଳେ ଆଗାମୀ ୨୪ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା କାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଏଥିପାଇଁ ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଏବଂ କଟକକୁ ସତର୍କତା ଜାରି ହୋଇଛି । ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ତେବେ ଅଗଷ୍ଟ ୨ତାରିଖ ପର୍ଯ୍ଯନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ । ଏହାସହିତ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ବହିବ ପବନ । ୩୦ ତାରିଖ ପର୍ଯ୍ଯ ନ୍ତ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଜୁଲାଇ ୨୭ ପର୍ୟ୍ୟନ୍ତ ରାଜ୍ୟରେ ୪୦୨.୧ ମିଲିମିଟର ବର୍ଷା ହୋଇଛି । କିନ୍ତୁ ଏହି ସମୟରେ ୫୧୧ଦଶମିକ ୬ ପ୍ରତିଶତ ବର୍ଷା ହେବା କଥା । ରାଜ୍ୟରେ ଏବେ ୧୪ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିଲା ବେଳେ ବାକି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି ।

https://www.thesakala.in/latest-odisha-news/due-to-light-pressure-it-will-rain-for-5-days/article-4152
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର