ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ଆଜି ସନ୍ଧ୍ୟାରେ ନିଆଯାଇ ପାରେ ବଡ଼ ନିଷ୍ପତ୍ତି: ରାଜସ୍ବ ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ବଡ ନିଷ୍ପତ୍ତି ନେବେ । ଘଟଣା ପଛରେ ଯିଏ ବି ଥିବେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି । କେବଳ ପ୍ରିନ୍ସିପାଲ, HOD ନୁହଁନ୍ତି ଅନ୍ୟମାନେ ତଦନ୍ତ ପରିସରଭୁକ୍ତ ହେବେ । ତଦନ୍ତ ପରିସରକୁ ଆହୁରି ବ୍ୟାପକ କରାଯିବ । […]

ଭୁବନେଶ୍ୱର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ବଡ ନିଷ୍ପତ୍ତି ନେବେ । ଘଟଣା ପଛରେ ଯିଏ ବି ଥିବେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

କେବଳ ପ୍ରିନ୍ସିପାଲ, HOD ନୁହଁନ୍ତି ଅନ୍ୟମାନେ ତଦନ୍ତ ପରିସରଭୁକ୍ତ ହେବେ । ତଦନ୍ତ ପରିସରକୁ ଆହୁରି ବ୍ୟାପକ କରାଯିବ । ପୀଡ଼ିତା ଓ ତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ଯାହା ଆବଶ୍ୟକ ପଡ଼ିବ ସରକାର ତାହା କରିବେ । ଘଟଣାକୁ ନେଇ ସରକାର କଣ ପଦକ୍ଷେପ ନେଇଛନ୍ତି, ଏହାର ଅଗ୍ରଗତି କେମିତି ଚାଲିଛି, ଆଉ କଣ ପଦକ୍ଷେପ ଆବଶ୍ୟକ ସେ ସବୁର ତର୍ଜମା କରିଛୁ। ମୁଖ୍ୟମନ୍ତ୍ରୀଙ୍କ ବୈଠକ ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସୁରେଶ ପୂଜାରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଲୋକସେବା ଭବନରେ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡାଙ୍କ ସମେତ ରାଜସ୍ବ ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ । ବାଲେଶ୍ବର ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା ଉପରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଥିଲା ।
15 Jul 2025 By The Sakala

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ଆଜି ସନ୍ଧ୍ୟାରେ ନିଆଯାଇ ପାରେ ବଡ଼ ନିଷ୍ପତ୍ତି: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ବଡ ନିଷ୍ପତ୍ତି ନେବେ । ଘଟଣା ପଛରେ ଯିଏ ବି ଥିବେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି ।

କେବଳ ପ୍ରିନ୍ସିପାଲ, HOD ନୁହଁନ୍ତି ଅନ୍ୟମାନେ ତଦନ୍ତ ପରିସରଭୁକ୍ତ ହେବେ । ତଦନ୍ତ ପରିସରକୁ ଆହୁରି ବ୍ୟାପକ କରାଯିବ । ପୀଡ଼ିତା ଓ ତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ଯାହା ଆବଶ୍ୟକ ପଡ଼ିବ ସରକାର ତାହା କରିବେ । ଘଟଣାକୁ ନେଇ ସରକାର କଣ ପଦକ୍ଷେପ ନେଇଛନ୍ତି, ଏହାର ଅଗ୍ରଗତି କେମିତି ଚାଲିଛି, ଆଉ କଣ ପଦକ୍ଷେପ ଆବଶ୍ୟକ ସେ ସବୁର ତର୍ଜମା କରିଛୁ। ମୁଖ୍ୟମନ୍ତ୍ରୀଙ୍କ ବୈଠକ ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସୁରେଶ ପୂଜାରୀ କହିଛନ୍ତି ।

ଲୋକସେବା ଭବନରେ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡାଙ୍କ ସମେତ ରାଜସ୍ବ ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ । ବାଲେଶ୍ବର ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା ଉପରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଥିଲା ।
https://www.thesakala.in/latest-odisha-news/soumyashree-death-incident-big-decision-could-be-taken-this-evening-revenue-minister-says/article-41611
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର