ନିମାପଡ଼ାରେ ନାବାଳିକା ପୋଡ଼ି ଘଟଣା; ସରକାରଙ୍କ ଉପରେ ବର୍ଷିବା ସହ ଘଟଣାକୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ…
ପୁରୀ: ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ଅଞ୍ଚଳରେ ନାବାଳିକା ପୋଡ଼ି ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ସ୍ପଷ୍ଟ ଦିବାଲୋକରେ ପୀଡ଼ିତାଙ୍କୁ ହତ୍ୟା ଉଦ୍ୟମ ହୋଇଛି। ଏଫ୍ଏମ୍ କଲେଜରେ ଜଣେ ଯୁବତୀ ନ୍ୟାୟ ନ ପାଇ ସମସ୍ତ ଦ୍ୱାରରେ ଦ୍ୱାରସ୍ଥ ହେବା ପରେ ନିଜକୁ ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଭୟାବହ ଘଟଣାର ଏକ ସପ୍ତାହ ମଧ୍ୟରେ ଏବଂ ଗୋପାଳପୁରରେ ଘଟିଥିବା ଭୟଙ୍କର ଘଟଣାର ଏକ ମାସ ପରେ ଘଟିଛି। ପ୍ରତିଦିନ […]
ପୁରୀ: ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ଅଞ୍ଚଳରେ ନାବାଳିକା ପୋଡ଼ି ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ସ୍ପଷ୍ଟ ଦିବାଲୋକରେ ପୀଡ଼ିତାଙ୍କୁ ହତ୍ୟା ଉଦ୍ୟମ ହୋଇଛି। ଏଫ୍ଏମ୍ କଲେଜରେ ଜଣେ ଯୁବତୀ ନ୍ୟାୟ ନ ପାଇ ସମସ୍ତ ଦ୍ୱାରରେ ଦ୍ୱାରସ୍ଥ ହେବା ପରେ ନିଜକୁ ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଭୟାବହ ଘଟଣାର ଏକ ସପ୍ତାହ ମଧ୍ୟରେ ଏବଂ ଗୋପାଳପୁରରେ ଘଟିଥିବା ଭୟଙ୍କର ଘଟଣାର ଏକ ମାସ ପରେ ଘଟିଛି। ପ୍ରତିଦିନ ଅକଳ୍ପନୀୟ ଘଟଣା ମହିଳାଙ୍କ ବିରୋଧରେ ଘଟୁଛି। ବର୍ତ୍ତମାନର ସରକାରରେ ଅପରାଧୀ ଭୟ କରୁ ନାହାନ୍ତି। ସରକାରଙ୍କ ଛତ୍ରଛାୟା ତଳେ ରହିଛନ୍ତି ଅପରାଧୀ।
Deeply anguished to know that a young girl was set on fire in Balanga area of Puri District. This attempt to kill her happened in broad daylight. I strongly condemn this horrible act.
It has happened just within a week of the terrible incident of a young girl setting herself…
— Naveen Patnaik (@Naveen_Odisha) July 19, 2025
ଓଡ଼ିଶା ସରକାର ଗଭୀର ନିଦରୁ ଜାଗି ଅପରାଧୀମାନଙ୍କୁ ଗିରଫ କରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଏଭଳି ଘଟଣା ପୁନରାବୃତ୍ତି ନ ହେବ ସେ ନେଇ ସରକାର ପ୍ରୟାସ କରିବେ କି ବୋଲି ନବୀନ ପ୍ରଶ୍ନ କରିଛନ୍ତି।