ଆସୁଛି ବଡ଼ ନିଯୁକ୍ତି: ଖୁବ ଶୀଘ୍ର ୧୦ଟି ବିଭାଗରେ ୨୨ ହଜାର ୮୯୬ ପଦବୀ ହେବ ପୂରଣ…

The Sakala Picture
Published On

ଭୁବନେଶ୍ବର: ଖୁବ ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ବିଭାଗର ‘ଗ୍ରୁପ-ସି’ ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ପକ୍ରିୟା ସାରିବାକୁ ନିର୍ଦ୍ଦେଶ ଜାରି କରଯାଇଛି। ସର୍ବାଧିକ ବିଦ୍ୟାଳୟ ଓ ଗଣଶିକ୍ଷ ବିଭାଗର ୮ ହଜାର ୩୫୮, ପଞ୍ଚାୟତିରଜା ବିଭାଗର ୪ ହଜାର ୪୨, ସ୍ୱାସ୍ଥ୍ୟ ବିଭାଗର ୩ ହଜାର ୬୭୭ ସହ ୧୦ ବିଭାଗରେ ନିଯୁକ୍ତି […]

ଭୁବନେଶ୍ବର: ଖୁବ ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ବିଭାଗର ‘ଗ୍ରୁପ-ସି’ ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ପକ୍ରିୟା ସାରିବାକୁ ନିର୍ଦ୍ଦେଶ ଜାରି କରଯାଇଛି। ସର୍ବାଧିକ ବିଦ୍ୟାଳୟ ଓ ଗଣଶିକ୍ଷ ବିଭାଗର ୮ ହଜାର ୩୫୮, ପଞ୍ଚାୟତିରଜା ବିଭାଗର ୪ ହଜାର ୪୨, ସ୍ୱାସ୍ଥ୍ୟ ବିଭାଗର ୩ ହଜାର ୬୭୭ ସହ ୧୦ ବିଭାଗରେ ନିଯୁକ୍ତି ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୧୦ ବିଭାଗରେ ୪୪ ହଜାର୯୦୯ ପଦବୀ ଖାଲି ପଡ଼ିଥିବା ବେଳେ ତୁରନ୍ତ ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର