ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ୭୯ ତମ ସ୍ବାଧୀନତା ଦିବସ ପାଳିତ

The Sakala Picture
Published On

ଭୁବନେଶ୍ବର: ଦେଶ ପାଳୁଛି ୭୯ ତମ ସ୍ବାଧୀନତା ଦିବସ । ପଲ୍ଲୀରୁ ଦିଲ୍ଲୀ ସବୁଠି ଦେଶାତ୍ମବୋଧର ମାହୋଲ ଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଉଡିଛି ତ୍ରିରଙ୍ଗା । ବିଜେଡି ଉପସଭାପତି ତଥା ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ଆଜି ପତାକା ଉତ୍ତୋଳନ କରିଛନ୍ତି। ଭୁବନେଶ୍ବର ଜିଲ୍ଲା ସଭାପତି ଅଶୋକ ପଣ୍ଡା, ଦଳର ବରିଷ୍ଠ ନେତା ପ୍ରତାପ ଜେନା, ବିଧାୟକ ସୁଶାନ୍ତ ରାଉତ ,ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର ସୁଲୋଚନା ଦାସଙ୍କ […]

ଭୁବନେଶ୍ବର: ଦେଶ ପାଳୁଛି ୭୯ ତମ ସ୍ବାଧୀନତା ଦିବସ । ପଲ୍ଲୀରୁ ଦିଲ୍ଲୀ ସବୁଠି ଦେଶାତ୍ମବୋଧର ମାହୋଲ ଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଉଡିଛି ତ୍ରିରଙ୍ଗା । ବିଜେଡି ଉପସଭାପତି ତଥା ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ଆଜି ପତାକା ଉତ୍ତୋଳନ କରିଛନ୍ତି। ଭୁବନେଶ୍ବର ଜିଲ୍ଲା ସଭାପତି ଅଶୋକ ପଣ୍ଡା, ଦଳର ବରିଷ୍ଠ ନେତା ପ୍ରତାପ ଜେନା, ବିଧାୟକ ସୁଶାନ୍ତ ରାଉତ ,ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର ସୁଲୋଚନା ଦାସଙ୍କ ସମେତ ଶତାଧିକା ବିଜେଡି ନେତା ଓ କର୍ମୀ ଉପସ୍ଥିତ ରହିଥିଲେ । ୨୪ ବର୍ଷ ଭିତରେ ନବୀନ ପଟ୍ଟନାୟକ ଓଡ଼ିଶା ପାଇଁ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ ବୋଲି ନେତାମାନେ ମତ ରଖିଥିଲେ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

15 Aug 2025 By The Sakala

ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ୭୯ ତମ ସ୍ବାଧୀନତା ଦିବସ ପାଳିତ

ଭୁବନେଶ୍ବର: ଦେଶ ପାଳୁଛି ୭୯ ତମ ସ୍ବାଧୀନତା ଦିବସ । ପଲ୍ଲୀରୁ ଦିଲ୍ଲୀ ସବୁଠି ଦେଶାତ୍ମବୋଧର ମାହୋଲ ଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଉଡିଛି ତ୍ରିରଙ୍ଗା । ବିଜେଡି ଉପସଭାପତି ତଥା ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ଆଜି ପତାକା ଉତ୍ତୋଳନ କରିଛନ୍ତି। ଭୁବନେଶ୍ବର ଜିଲ୍ଲା ସଭାପତି ଅଶୋକ ପଣ୍ଡା, ଦଳର ବରିଷ୍ଠ ନେତା ପ୍ରତାପ ଜେନା, ବିଧାୟକ ସୁଶାନ୍ତ ରାଉତ ,ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର ସୁଲୋଚନା ଦାସଙ୍କ ସମେତ ଶତାଧିକା ବିଜେଡି ନେତା ଓ କର୍ମୀ ଉପସ୍ଥିତ ରହିଥିଲେ । ୨୪ ବର୍ଷ ଭିତରେ ନବୀନ ପଟ୍ଟନାୟକ ଓଡ଼ିଶା ପାଇଁ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ ବୋଲି ନେତାମାନେ ମତ ରଖିଥିଲେ ।

https://www.thesakala.in/latest-odisha-news/79th-independence-day-celebrated-at-bjd-state-office/article-42025
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp