ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍‌ ଓ ବାଣକୁ ନିଷିଦ୍ଧ

The Sakala Picture
Published On

ଭୁବନେଶ୍ୱର: ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍‌ ଓ ବାଣକୁ ନିଷିଦ୍ଧ କରାଯାଇଛି। କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ। ଭସାଣ ବେଳେ ଲାଗିବନି ଲେଜର ଲାଇଟ। ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା। ଚଳିତ ବର୍ଷ ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଦୁର୍ଗାପୂଜା ପ୍ରସ୍ତୁତି ବୈଠକରେ ପୁଲିସ କମିସନର ଏସ ଦେବଦତ୍ତ ସିଂ, ଅତିରିକ୍ତ କମିସନର ନରସିଂହ ଭୋଳ, ଡିସିପି ଜଗମୋହନ […]

ଭୁବନେଶ୍ୱର: ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍‌ ଓ ବାଣକୁ ନିଷିଦ୍ଧ କରାଯାଇଛି। କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ। ଭସାଣ ବେଳେ ଲାଗିବନି ଲେଜର ଲାଇଟ। ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା। ଚଳିତ ବର୍ଷ ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଦୁର୍ଗାପୂଜା ପ୍ରସ୍ତୁତି ବୈଠକରେ ପୁଲିସ କମିସନର ଏସ ଦେବଦତ୍ତ ସିଂ, ଅତିରିକ୍ତ କମିସନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା, ଭୁବନେଶ୍ୱର ଏକାମ୍ବ୍ର ବିଧାୟକ ବାବୁ ସିଂଙ୍କ ସମେତ ବିଭିନ୍ନ ପୂଜା କମିଟିର କାର୍ଯ୍ୟକର୍ତ୍ତାମାନେ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

01 Sep 2025 By The Sakala

ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍‌ ଓ ବାଣକୁ ନିଷିଦ୍ଧ

ଭୁବନେଶ୍ୱର: ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍‌ ଓ ବାଣକୁ ନିଷିଦ୍ଧ କରାଯାଇଛି। କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ। ଭସାଣ ବେଳେ ଲାଗିବନି ଲେଜର ଲାଇଟ। ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା। ଚଳିତ ବର୍ଷ ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଦୁର୍ଗାପୂଜା ପ୍ରସ୍ତୁତି ବୈଠକରେ ପୁଲିସ କମିସନର ଏସ ଦେବଦତ୍ତ ସିଂ, ଅତିରିକ୍ତ କମିସନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା, ଭୁବନେଶ୍ୱର ଏକାମ୍ବ୍ର ବିଧାୟକ ବାବୁ ସିଂଙ୍କ ସମେତ ବିଭିନ୍ନ ପୂଜା କମିଟିର କାର୍ଯ୍ୟକର୍ତ୍ତାମାନେ ଯୋଗ ଦେଇଥିଲେ।

https://www.thesakala.in/latest-odisha-news/djs-laser-lights-banned-during-durga-puja-celebrations/article-42203
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର