ଏମ୍ସ ସ୍ଥାନାନ୍ତର ହେଲେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମ୍ଦାର
କଟକ: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମ୍ଦାର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି। ଏହା ସଙ୍ଗୀତପ୍ରେମୀଙ୍କୁ ଚିନ୍ତାରେ ପକାଇଛି। ଅଭିଜିତ ମଜୁମଦାର, ଯିଏ ଓଲିଉଡ୍ରେ ‘ମେଲୋଡି କିଙ୍ଗ୍’ ନାମରେ ପରିଚିତ, ସମ୍ବଲପୁରୀ ସଙ୍ଗୀତ ଜଗତରୁ ଆରମ୍ଭ କରି ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରବେଶ କରିଥିଲେ। ସେ ୨୦୦୦ ମସିହାରେ ତାଙ୍କର ପ୍ରଥମ ଫିଲ୍ମ […]
କଟକ: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମ୍ଦାର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି। ଏହା ସଙ୍ଗୀତପ୍ରେମୀଙ୍କୁ ଚିନ୍ତାରେ ପକାଇଛି। ଅଭିଜିତ ମଜୁମଦାର, ଯିଏ ଓଲିଉଡ୍ରେ ‘ମେଲୋଡି କିଙ୍ଗ୍’ ନାମରେ ପରିଚିତ, ସମ୍ବଲପୁରୀ ସଙ୍ଗୀତ ଜଗତରୁ ଆରମ୍ଭ କରି ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରବେଶ କରିଥିଲେ। ସେ ୨୦୦୦ ମସିହାରେ ତାଙ୍କର ପ୍ରଥମ ଫିଲ୍ମ ‘କାଶିଆ କପିଳା’ରେ ସଙ୍ଗୀତ ନିର୍ଦ୍ଦେଶନା ଦେଇ ଓଲିଉଡ୍ ଜଗତରେ ପାଦ ଥାପିଥିଲେ।