ଭିଜିଲାନ୍ସ ଜାଲରେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ ସଦସ୍ଯଙ୍କ ବ୍ଯକ୍ତିଗତ ସଚିବ

The Sakala Picture
Published On

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଏସଏସସି ସଦସ୍ଯଙ୍କ ବ୍ଯକ୍ତିଗତ ସଚିବ । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନଙ୍କ ପିଏ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ରେଡ୍ ଚାଲିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଏଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ନୀଳାଦ୍ରୀ ବିହାର ସ୍ଥିତ ବିରଞ୍ଚିଙ୍କ ଘରେ ଭିଜିଲାନ୍ସର ଯାଞ୍ଚ ଚାଲିଥିବା ଜଣାପଡିଛି । ଏକକାଳୀନ ଭୁବନେଶ୍ୱର ଓ କଟକର ୬ଟି ସ୍ଥାନରେ ଚଢ଼ାଉ ଚାଲିଛି । ତାଙ୍କର ୨ଟି ୨ ମହଲା ବିଶିଷ୍ଟ […]

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଏସଏସସି ସଦସ୍ଯଙ୍କ ବ୍ଯକ୍ତିଗତ ସଚିବ । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନଙ୍କ ପିଏ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ରେଡ୍ ଚାଲିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଏଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ନୀଳାଦ୍ରୀ ବିହାର ସ୍ଥିତ ବିରଞ୍ଚିଙ୍କ ଘରେ ଭିଜିଲାନ୍ସର ଯାଞ୍ଚ ଚାଲିଥିବା ଜଣାପଡିଛି । ଏକକାଳୀନ ଭୁବନେଶ୍ୱର ଓ କଟକର ୬ଟି ସ୍ଥାନରେ ଚଢ଼ାଉ ଚାଲିଛି । ତାଙ୍କର ୨ଟି ୨ ମହଲା ବିଶିଷ୍ଟ କୋଠା, ୯ଟି ପ୍ଲଟ ଥିବା ସୂଚନା ମିଳିଛି । ଏହା ବ୍ୟତିତ ବିରଞ୍ଚିଙ୍କ ସମ୍ପର୍କୀୟଙ୍କ ଘରୁ ନଗଦ ୧୩ ଲକ୍ଷ ଟଙ୍କା ଜବତ ହୋଇଛି । ଚଢ଼ାଉ ସମୟରେ ବିଭିନ୍ନ କାଗଜପତ୍ର ଓ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ ଚାଲିଛି ।

ଆହୁରି ପଢ଼ନ୍ତୁ: ଗୋକୁଳ ନାଟକରେ ଯବନିକା ଟାଣିଲେ ବିକ୍ରମ ଆରୁଖ: କହିଲେ, ନବୀନ ମୋ ନେତା; ବିଜେଡିରେ ଅଛି ଓ ରହିବି

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ OAV ପ୍ରିନ୍ସପାଲ୍, SHG ମହିଳାଙ୍କ ବିଲ୍‌ କରିବା ପାଇଁ ନେଉଥିଲେ ୧୦ ହଜାର ଲାଞ୍ଚ

30 Jul 2021 By The Sakala

ଭିଜିଲାନ୍ସ ଜାଲରେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ ସଦସ୍ଯଙ୍କ ବ୍ଯକ୍ତିଗତ ସଚିବ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଏସଏସସି ସଦସ୍ଯଙ୍କ ବ୍ଯକ୍ତିଗତ ସଚିବ । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନଙ୍କ ପିଏ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ରେଡ୍ ଚାଲିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଏଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ନୀଳାଦ୍ରୀ ବିହାର ସ୍ଥିତ ବିରଞ୍ଚିଙ୍କ ଘରେ ଭିଜିଲାନ୍ସର ଯାଞ୍ଚ ଚାଲିଥିବା ଜଣାପଡିଛି । ଏକକାଳୀନ ଭୁବନେଶ୍ୱର ଓ କଟକର ୬ଟି ସ୍ଥାନରେ ଚଢ଼ାଉ ଚାଲିଛି । ତାଙ୍କର ୨ଟି ୨ ମହଲା ବିଶିଷ୍ଟ କୋଠା, ୯ଟି ପ୍ଲଟ ଥିବା ସୂଚନା ମିଳିଛି । ଏହା ବ୍ୟତିତ ବିରଞ୍ଚିଙ୍କ ସମ୍ପର୍କୀୟଙ୍କ ଘରୁ ନଗଦ ୧୩ ଲକ୍ଷ ଟଙ୍କା ଜବତ ହୋଇଛି । ଚଢ଼ାଉ ସମୟରେ ବିଭିନ୍ନ କାଗଜପତ୍ର ଓ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ ଚାଲିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର