ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା; ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ଶିଶୁ ମୃତ୍ୟୁ ଅଭିଯୋଗ

The Sakala Picture
Published On

ଭୁବନେଶ୍ବର : ଭୁବନେଶ୍ଵର କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା। ଭୁଲ ଇଞ୍ଜେକ୍ସନ ଯୋଗୁଁ ଜଣକର ମୃତ୍ୟୁ ଅଭିଯୋଗ ହୋଇଛି। ହସ୍ପିଟାଲରେ ଉତ୍ତେଜନା ପରେ ପହଞ୍ଚିଲା ପୁଲିସ। ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ପୋଲିସ। ଜଣେ ୩ ବର୍ଷୀୟ ଶିଶୁ ଥଣ୍ଡା ଜ୍ଵରରେ ପୀଡ଼ିତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଜଣେ ମହିଳା ଡାକ୍ତର ଦାୟିତ୍ୱରେ ଥାଇ ମଧ୍ୟ ପିଲାଟିକୁ ଠିକ ଚିକିତ୍ସା କରି ନ ଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ସେପଟେ ଡାକ୍ତରଙ୍କୁ ଅଟକ […]

ଭୁବନେଶ୍ବର : ଭୁବନେଶ୍ଵର କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା। ଭୁଲ ଇଞ୍ଜେକ୍ସନ ଯୋଗୁଁ ଜଣକର ମୃତ୍ୟୁ ଅଭିଯୋଗ ହୋଇଛି। ହସ୍ପିଟାଲରେ ଉତ୍ତେଜନା ପରେ ପହଞ୍ଚିଲା ପୁଲିସ। ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ପୋଲିସ। ଜଣେ ୩ ବର୍ଷୀୟ ଶିଶୁ ଥଣ୍ଡା ଜ୍ଵରରେ ପୀଡ଼ିତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଜଣେ ମହିଳା ଡାକ୍ତର ଦାୟିତ୍ୱରେ ଥାଇ ମଧ୍ୟ ପିଲାଟିକୁ ଠିକ ଚିକିତ୍ସା କରି ନ ଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ସେପଟେ ଡାକ୍ତରଙ୍କୁ ଅଟକ ରଖିଛନ୍ତି ପରିବାରଲୋକେ। ଅବହେଳା କରିଥିବା ଡାକ୍ତରଙ୍କୁ ଗିରଫ ଦାବି କଲେ ମୃତ ଶିଶୁର ପରିବାର ଲୋକ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ କ୍ଷତିପୂରଣ ବାବଦରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋ‌ଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ଯୁବକଙ୍କୁ ଅବକାରୀ ବିଭାଗର ଥାର୍ଡ ଡିଗ୍ରୀ ଘଟଣା: ଦୁଇ ଅଧିକାରୀଙ୍କୁ ନିଲମ୍ବିତ କଲେ କମିଶନର

22 Sep 2025 By The Sakala

କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା; ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ଶିଶୁ ମୃତ୍ୟୁ ଅଭିଯୋଗ

ଭୁବନେଶ୍ବର : ଭୁବନେଶ୍ଵର କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା। ଭୁଲ ଇଞ୍ଜେକ୍ସନ ଯୋଗୁଁ ଜଣକର ମୃତ୍ୟୁ ଅଭିଯୋଗ ହୋଇଛି। ହସ୍ପିଟାଲରେ ଉତ୍ତେଜନା ପରେ ପହଞ୍ଚିଲା ପୁଲିସ। ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ପୋଲିସ। ଜଣେ ୩ ବର୍ଷୀୟ ଶିଶୁ ଥଣ୍ଡା ଜ୍ଵରରେ ପୀଡ଼ିତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଜଣେ ମହିଳା ଡାକ୍ତର ଦାୟିତ୍ୱରେ ଥାଇ ମଧ୍ୟ ପିଲାଟିକୁ ଠିକ ଚିକିତ୍ସା କରି ନ ଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ସେପଟେ ଡାକ୍ତରଙ୍କୁ ଅଟକ ରଖିଛନ୍ତି ପରିବାରଲୋକେ। ଅବହେଳା କରିଥିବା ଡାକ୍ତରଙ୍କୁ ଗିରଫ ଦାବି କଲେ ମୃତ ଶିଶୁର ପରିବାର ଲୋକ।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ କ୍ଷତିପୂରଣ ବାବଦରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋ‌ଷଣା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର