ପ୍ରକାଶ ପାଇଲା ଓପିଏସ୍‌ସି ରେଜଲ୍ଟ , ପ୍ରିୟାଂଶୁ ପାଲ୍‌ ଟପ୍ପର….

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ୨୦୨୩-୨୪ର ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ମୋଟ୍ ମୋଟ ୩୯୮ ଜଣ କୃତକାର୍ଯ୍ୟ ହୋଇଛନ୍ତି। ପ୍ରିୟାଂଶୁ ପାଲ୍‌ ଟପ୍ପର ହୋଇଛନ୍ତି । ଦ୍ବିତୀୟ ସ୍ଥାନରେ ଅନନ୍ୟା ମିଶ୍ର ରହିଥିବା ବେଳେ ତୃତୀୟ ସ୍ଥାନରେ ଶୋଭନ ପଟ୍ଟନାୟକ ରହିଛନ୍ତି। ଟପ୍‌ ଟେନ୍‌ରେ ଅନନ୍ୟା ମିଶ୍ର ଏକମାତ୍ର ମହିଳା ରହିଛନ୍ତି। ୩୯୮ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୪ ଜଣ ମହିଳା ରହିଛନ୍ତି। [wp-embedder-pack width=”100%” height=”400px” […]

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ୨୦୨୩-୨୪ର ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ମୋଟ୍ ମୋଟ ୩୯୮ ଜଣ କୃତକାର୍ଯ୍ୟ ହୋଇଛନ୍ତି। ପ୍ରିୟାଂଶୁ ପାଲ୍‌ ଟପ୍ପର ହୋଇଛନ୍ତି । ଦ୍ବିତୀୟ ସ୍ଥାନରେ ଅନନ୍ୟା ମିଶ୍ର ରହିଥିବା ବେଳେ ତୃତୀୟ ସ୍ଥାନରେ ଶୋଭନ ପଟ୍ଟନାୟକ ରହିଛନ୍ତି। ଟପ୍‌ ଟେନ୍‌ରେ ଅନନ୍ୟା ମିଶ୍ର ଏକମାତ୍ର ମହିଳା ରହିଛନ୍ତି। ୩୯୮ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୪ ଜଣ ମହିଳା ରହିଛନ୍ତି।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

[wp-embedder-pack width=”100%” height=”400px” download=”all” download-text=”” attachment_id=”159653″ /]

ଆହୁରି ପଢ଼ନ୍ତୁ: ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ଓମ୍‌ଫେଡ୍ ପକ୍ଷରୁ ନିଷ୍ପତ୍ତି, ସେପ୍ଟେମ୍ବର ୧୧ରୁ ଲାଗୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର