ଆସନ୍ତା ୨୯ରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ

The Sakala Picture
Published On

କଟକ: ଆରମ୍ଭ ହେଲାଣି ପାର୍ବଣ। ଆସନ୍ତା ୨୯ ତାରିଖ ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ ହେଉଛି। ଶୁକ୍ରବାର ଶେଷ କାର୍ଯ୍ୟ ଦିବସ। ଅକ୍ଟୋବାର ୮ରେ ଅଦାଲତ ଖୋଲିବ। ଏହି ଛୁଟି ସମୟ ମଧ୍ୟରେ ଜରୁରୀ ମାମଲାର ଶୁଣାଣି ପାଇଁ ତିନିଦିନ ଅର୍ଥାତ୍‌ ଆସନ୍ତା ୨୯ ତାରିଖ, ଅକ୍ଟୋବର ୧ ତାରିଖ ଓ ୬ ତାରିଖରେ ଅବକାଶକାଳୀନ ଅଦାଲତ ବସିବ। ୨୯ ତାରିଖ ସୋମବାର ପ୍ରଥମ ଅବକାଶକଳୀନ ଅଦାଲତ ବସିବ। ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ଭି. ନରସିଂହ […]

କଟକ: ଆରମ୍ଭ ହେଲାଣି ପାର୍ବଣ। ଆସନ୍ତା ୨୯ ତାରିଖ ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ ହେଉଛି। ଶୁକ୍ରବାର ଶେଷ କାର୍ଯ୍ୟ ଦିବସ। ଅକ୍ଟୋବାର ୮ରେ ଅଦାଲତ ଖୋଲିବ। ଏହି ଛୁଟି ସମୟ ମଧ୍ୟରେ ଜରୁରୀ ମାମଲାର ଶୁଣାଣି ପାଇଁ ତିନିଦିନ ଅର୍ଥାତ୍‌ ଆସନ୍ତା ୨୯ ତାରିଖ, ଅକ୍ଟୋବର ୧ ତାରିଖ ଓ ୬ ତାରିଖରେ ଅବକାଶକାଳୀନ ଅଦାଲତ ବସିବ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

୨୯ ତାରିଖ ସୋମବାର ପ୍ରଥମ ଅବକାଶକଳୀନ ଅଦାଲତ ବସିବ। ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ଭି. ନରସିଂହ ଏବଂ ଜଷ୍ଟିସ୍‌ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ବିଭିନ୍ନ ଜରୁରିକାଳୀନ ମାମଲାର ଶୁଣାଣି ହେବ। ପରେ ବିଚାରପତି ଦ୍ୱୟ ପୃଥକ୍‌ ପୃଥକ୍‌ ବେଞ୍ଚ୍‌ରେ ଅନ୍ୟାନ୍ୟ ମାମଲାର ଶୁଣାଣି କରିବେ। ଅନ୍ୟତମ ବିଚାରପତି ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶ ମଧ୍ୟ ସେହି ଦିନ ଜାମିନ୍‌ ମାମଲାର ଶୁଣାଣି କରିବେ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ସେହିପରି ଅକ୍ଟୋବର ପହିଲାରେ ଜଷ୍ଟିସ୍‌ ମୃଗାଙ୍କ ଶେଖର ସାହୁ ଏବଂ ଜଷ୍ଟିସ୍‌ ଭି. ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଭିନ୍ନ ମାମଲାର ଶୁଣାଣି କରିବେ। ପରେ ଉଭୟ ବିଚାରପତି ପୃଥକ୍‌ ପୃଥକ୍‌ ଭାବେ ଅନ୍ୟ ମାମଲାର ଶୁଣାଣି କରିବେ। ଜଷ୍ଟିସ୍‌ ଏସ୍‌.କେ. ପାଣିଗ୍ରାହୀ ଏବଂ ଜଷ୍ଟିସ୍‌ ବିରଜାପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଭିନ୍ନ ମାମଲାର ଶୁଣାଣି କରିବେ। ସେହି ଦିନ ଉଭୟ ବିଚାରପତି ପୃଥକ ଭାବେ ମଧ୍ୟ ଅନ୍ୟ ମାମଲାର ଶୁଣାଣି କରିବେ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

26 Sep 2025 By The Sakala

ଆସନ୍ତା ୨୯ରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ

କଟକ: ଆରମ୍ଭ ହେଲାଣି ପାର୍ବଣ। ଆସନ୍ତା ୨୯ ତାରିଖ ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ ହେଉଛି। ଶୁକ୍ରବାର ଶେଷ କାର୍ଯ୍ୟ ଦିବସ। ଅକ୍ଟୋବାର ୮ରେ ଅଦାଲତ ଖୋଲିବ। ଏହି ଛୁଟି ସମୟ ମଧ୍ୟରେ ଜରୁରୀ ମାମଲାର ଶୁଣାଣି ପାଇଁ ତିନିଦିନ ଅର୍ଥାତ୍‌ ଆସନ୍ତା ୨୯ ତାରିଖ, ଅକ୍ଟୋବର ୧ ତାରିଖ ଓ ୬ ତାରିଖରେ ଅବକାଶକାଳୀନ ଅଦାଲତ ବସିବ।

୨୯ ତାରିଖ ସୋମବାର ପ୍ରଥମ ଅବକାଶକଳୀନ ଅଦାଲତ ବସିବ। ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ଭି. ନରସିଂହ ଏବଂ ଜଷ୍ଟିସ୍‌ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ବିଭିନ୍ନ ଜରୁରିକାଳୀନ ମାମଲାର ଶୁଣାଣି ହେବ। ପରେ ବିଚାରପତି ଦ୍ୱୟ ପୃଥକ୍‌ ପୃଥକ୍‌ ବେଞ୍ଚ୍‌ରେ ଅନ୍ୟାନ୍ୟ ମାମଲାର ଶୁଣାଣି କରିବେ। ଅନ୍ୟତମ ବିଚାରପତି ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶ ମଧ୍ୟ ସେହି ଦିନ ଜାମିନ୍‌ ମାମଲାର ଶୁଣାଣି କରିବେ।

ସେହିପରି ଅକ୍ଟୋବର ପହିଲାରେ ଜଷ୍ଟିସ୍‌ ମୃଗାଙ୍କ ଶେଖର ସାହୁ ଏବଂ ଜଷ୍ଟିସ୍‌ ଭି. ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଭିନ୍ନ ମାମଲାର ଶୁଣାଣି କରିବେ। ପରେ ଉଭୟ ବିଚାରପତି ପୃଥକ୍‌ ପୃଥକ୍‌ ଭାବେ ଅନ୍ୟ ମାମଲାର ଶୁଣାଣି କରିବେ। ଜଷ୍ଟିସ୍‌ ଏସ୍‌.କେ. ପାଣିଗ୍ରାହୀ ଏବଂ ଜଷ୍ଟିସ୍‌ ବିରଜାପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଭିନ୍ନ ମାମଲାର ଶୁଣାଣି କରିବେ। ସେହି ଦିନ ଉଭୟ ବିଚାରପତି ପୃଥକ ଭାବେ ମଧ୍ୟ ଅନ୍ୟ ମାମଲାର ଶୁଣାଣି କରିବେ।

https://www.thesakala.in/latest-odisha-news/high-courts-dussehra-vacation-begins-from-29th/article-42491
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର