କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଷ୍ଟିଲ୍ ପ୍ଲାଣ୍ଟ: ରାଜ୍ଯସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ ଏମଓୟୁ

The Sakala Picture
Published On

ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ କରିବ ଆର୍ସେଲର ମିତ୍ତଲର ନିପୋନ୍ ଷ୍ଟିଲ୍ । ଏନେଇ ଓଡ଼ିଶା ସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ ଗୁରୁବାର ଏମଓୟୁ ସ୍ବାକ୍ଷରିତ ହୋଇଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆର୍ସେଲର ମିତ୍ତଲର ମୁଖ୍ୟ ଲକ୍ଷ୍ମୀ ନାରାୟଣ ମିତ୍ତଲଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ବାକ୍ଷରିତ କରାଯାଇଛି । ଏହି ଷ୍ଟିଲ୍ ପ୍ଲାଣ୍ଟ ଲାଗି ମିତ୍ତଲ ପକ୍ଷରୁ ଓଡ଼ିଶାରେ ୫୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରାଯାଉ ଥିବା […]

ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ କରିବ ଆର୍ସେଲର ମିତ୍ତଲର ନିପୋନ୍ ଷ୍ଟିଲ୍ । ଏନେଇ ଓଡ଼ିଶା ସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ ଗୁରୁବାର ଏମଓୟୁ ସ୍ବାକ୍ଷରିତ ହୋଇଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆର୍ସେଲର ମିତ୍ତଲର ମୁଖ୍ୟ ଲକ୍ଷ୍ମୀ ନାରାୟଣ ମିତ୍ତଲଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ବାକ୍ଷରିତ କରାଯାଇଛି ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ଏହି ଷ୍ଟିଲ୍ ପ୍ଲାଣ୍ଟ ଲାଗି ମିତ୍ତଲ ପକ୍ଷରୁ ଓଡ଼ିଶାରେ ୫୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରାଯାଉ ଥିବା ନେଇ ସୂଚନା ମିଳିଛି । ଏପରିକି କେନ୍ଦ୍ରାପଡ଼ାରେ ନିର୍ମାଣ ହେବାକୁ ଥିବା ଏହି ଇସ୍ପାତ କାରଖାନାଟି ପାଖାପାଖି ୧୨ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ହେବ ବୋଲି ଆଧିକାରୀକ ସୁତ୍ରରୁ ପ୍ରକାଶ ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର