ଆସିଲା ଅଗଷ୍ଟ ମାସର ଗାଇଡଲାଇନ୍

The Sakala Picture
Published On

ଗାଇଡଲାଇନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ରାଜ୍ୟ ସରକାର ସବୁ ଦିଗକୁ ବିଚାର କରି ନିଷ୍ପତ୍ତି ନେଇଛନ୍ତି । ଅଗଷ୍ଟ ମାସରେ ରାଜ୍ୟରେ ଜାରି ରହିବ ନାଇଟ୍ କର୍ଫ୍ୟୁ । ରାତି ୮ଟାରୁ ସକାଳ ୬ଟା ଯାଏଁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରିରହିବ । ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା ରହିବ । ଭୁବନେଶ୍ୱର, କଟକ, ପୁରୀ ସହରରେ ସପ୍ତାହନ୍ତ ସଟଡାଉନ୍ […]

ଗାଇଡଲାଇନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ରାଜ୍ୟ ସରକାର ସବୁ ଦିଗକୁ ବିଚାର କରି ନିଷ୍ପତ୍ତି ନେଇଛନ୍ତି । ଅଗଷ୍ଟ ମାସରେ ରାଜ୍ୟରେ ଜାରି ରହିବ ନାଇଟ୍ କର୍ଫ୍ୟୁ । ରାତି ୮ଟାରୁ ସକାଳ ୬ଟା ଯାଏଁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରିରହିବ । ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା ରହିବ । ଭୁବନେଶ୍ୱର, କଟକ, ପୁରୀ ସହରରେ ସପ୍ତାହନ୍ତ ସଟଡାଉନ୍ ରହିବ । ସମସ୍ତ ଧାର୍ମିକ, ରାଜନୈତିକ, ସାମାଜିକ ସମାବେଶ କରାଯାଇପାରିବ ନାହିଁ । ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବ ମଧ୍ୟ ବାରଣ । ସମୁଦ୍ର କୂଳ ଏବଂ ପାର୍କ ଖୋଲା ରହିବ । ଗାଇଡଲାଇନ ମାନିବେ ପର୍ଯ୍ୟଟକ, ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ଖୋଲି ପାରିବ ମଲ । ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା ରହିବ ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ହୋଟେଲ, ରେଷ୍ଟୁରାଣ୍ଟ ଏବଂ ରାସ୍ତାକଡ଼ ଦୋକାନ ଆଦି ଖୋଲିବା ନେଇ ଅନୁମତି ଦେଲେ ରାଜ୍ୟ ସରକାର । ଅଗଷ୍ଟ ଗାଇଡଲାଇନରେ ସପ୍ତାହିକ ହାଟ, ବଜାର ଖୋଲିବ, ଆହାର କେନ୍ଦ୍ର ଖୋଲା ରହିବ । ବନ୍ଦ ରହିଥିବା ସିନେମା ହଲ, ପ୍ରେକ୍ଷାଳୟ ଆଦି ମଧ୍ୟ ଖୋଲାଯି । କିନ୍ତୁ ହଲ, ପ୍ରେକ୍ଷାଳୟ ଆଦିରେ ମଧ୍ୟ ୫୦ ପ୍ରତିଶତ କର୍ମଚାରୀରେ ଖୋଲିବ ବୋଲି ଘୋଷମା କରିଛନ୍ତି ଏସଆରସି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

31 Jul 2021 By The Sakala

ଆସିଲା ଅଗଷ୍ଟ ମାସର ଗାଇଡଲାଇନ୍

ଗାଇଡଲାଇନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ରାଜ୍ୟ ସରକାର ସବୁ ଦିଗକୁ ବିଚାର କରି ନିଷ୍ପତ୍ତି ନେଇଛନ୍ତି । ଅଗଷ୍ଟ ମାସରେ ରାଜ୍ୟରେ ଜାରି ରହିବ ନାଇଟ୍ କର୍ଫ୍ୟୁ । ରାତି ୮ଟାରୁ ସକାଳ ୬ଟା ଯାଏଁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରିରହିବ । ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା ରହିବ । ଭୁବନେଶ୍ୱର, କଟକ, ପୁରୀ ସହରରେ ସପ୍ତାହନ୍ତ ସଟଡାଉନ୍ ରହିବ । ସମସ୍ତ ଧାର୍ମିକ, ରାଜନୈତିକ, ସାମାଜିକ ସମାବେଶ କରାଯାଇପାରିବ ନାହିଁ । ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବ ମଧ୍ୟ ବାରଣ । ସମୁଦ୍ର କୂଳ ଏବଂ ପାର୍କ ଖୋଲା ରହିବ । ଗାଇଡଲାଇନ ମାନିବେ ପର୍ଯ୍ୟଟକ, ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ଖୋଲି ପାରିବ ମଲ । ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା ରହିବ ।

ହୋଟେଲ, ରେଷ୍ଟୁରାଣ୍ଟ ଏବଂ ରାସ୍ତାକଡ଼ ଦୋକାନ ଆଦି ଖୋଲିବା ନେଇ ଅନୁମତି ଦେଲେ ରାଜ୍ୟ ସରକାର । ଅଗଷ୍ଟ ଗାଇଡଲାଇନରେ ସପ୍ତାହିକ ହାଟ, ବଜାର ଖୋଲିବ, ଆହାର କେନ୍ଦ୍ର ଖୋଲା ରହିବ । ବନ୍ଦ ରହିଥିବା ସିନେମା ହଲ, ପ୍ରେକ୍ଷାଳୟ ଆଦି ମଧ୍ୟ ଖୋଲାଯି । କିନ୍ତୁ ହଲ, ପ୍ରେକ୍ଷାଳୟ ଆଦିରେ ମଧ୍ୟ ୫୦ ପ୍ରତିଶତ କର୍ମଚାରୀରେ ଖୋଲିବ ବୋଲି ଘୋଷମା କରିଛନ୍ତି ଏସଆରସି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର