ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ

The Sakala Picture
Published On

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସାମ୍ବାଦିକ ସମ୍ମିଳନୀ ଜରିଆରେ ଫଳ ଘୋଷଣା କରିଛନ୍ତି । ବିଜ୍ଞାନରେ ଚଳିତବର୍ଷ ୯୫.୧୫ ପ୍ରତିଶତ ରେଜଲ୍ଟ ହୋଇଛି । ସେହିପରି ବାଣିଜ୍ୟରେ ମଧ୍ୟ ୯୪.୯୩ ପ୍ରତିଶତ ମାର୍କ ହୋଇଥିବା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଚଳିତବର୍ଷ ବିଜ୍ଞାନରେ ମୋଟ ୮୯ ହଜାର ୯୯୧ ଜଣ ଛାତ୍ରଛାତ୍ରୀ ପାସ ହୋଇଛନ୍ତି । ଏଥି […]

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସାମ୍ବାଦିକ ସମ୍ମିଳନୀ ଜରିଆରେ ଫଳ ଘୋଷଣା କରିଛନ୍ତି । ବିଜ୍ଞାନରେ ଚଳିତବର୍ଷ ୯୫.୧୫ ପ୍ରତିଶତ ରେଜଲ୍ଟ ହୋଇଛି । ସେହିପରି ବାଣିଜ୍ୟରେ ମଧ୍ୟ ୯୪.୯୩ ପ୍ରତିଶତ ମାର୍କ ହୋଇଥିବା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଚଳିତବର୍ଷ ବିଜ୍ଞାନରେ ମୋଟ ୮୯ ହଜାର ୯୯୧ ଜଣ ଛାତ୍ରଛାତ୍ରୀ ପାସ ହୋଇଛନ୍ତି । ଏଥି ମଧ୍ୟରୁ ୫୦୧୯୮ ଜଣ ଛାତ୍ର ରହିଥିବାବେଳେ ୩୯୭୫୩ ଜଣ ଛାତ୍ରୀ ରହିଛନ୍ତି । ସେହିପରି ସମୁଦାୟ ୫୫୪୬୮ ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଅନ୍ୟପଟେ ବାଣିଜ୍ୟରେ ସମୁଦାୟ ୨୩ ହଜାର ୨୯୨ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଥିବା ନେଇ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ୱେବସାଇଟରୁ କେମିତି ଫଳାଫଳ ଜାଣିବେ ?

ଆହୁରି ପଢ଼ନ୍ତୁ: ଜନଗଣନା କରିବା ବାହାନାରେ ଆସିଲା, ବେକରେ ଛୁରୀ ଲଗାଇ ଫୋନ ଓ ମଙ୍ଗଳସୂତ୍ର ନେଇଗଲା ଲୁଟେରା

୧. ଅଫିସିଆଲ ୱେବସାଇଟ୍ orissaresults.nic.in କୁ ଯାଆନ୍ତୁ

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

୨: ରେଜଲ୍ଟ ପାଇଁ ଥିବା ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ

୩ : ଲଗଇନ୍ ପେଜରେ ରୋଲ୍ ନମ୍ବର ଓ ଅନ୍ୟ ବିବରଣୀ ଦିଅନ୍ତୁ

୪: ସବମିଟ୍ ବଟନ କ୍ଲିକ୍ କରନ୍ତୁ ଓ ରିଜଲ୍ଟର ପ୍ରିଣ୍ଟଆଉଟ୍ ନିଅନ୍ତୁ

31 Jul 2021 By The Sakala

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସାମ୍ବାଦିକ ସମ୍ମିଳନୀ ଜରିଆରେ ଫଳ ଘୋଷଣା କରିଛନ୍ତି । ବିଜ୍ଞାନରେ ଚଳିତବର୍ଷ ୯୫.୧୫ ପ୍ରତିଶତ ରେଜଲ୍ଟ ହୋଇଛି । ସେହିପରି ବାଣିଜ୍ୟରେ ମଧ୍ୟ ୯୪.୯୩ ପ୍ରତିଶତ ମାର୍କ ହୋଇଥିବା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଚଳିତବର୍ଷ ବିଜ୍ଞାନରେ ମୋଟ ୮୯ ହଜାର ୯୯୧ ଜଣ ଛାତ୍ରଛାତ୍ରୀ ପାସ ହୋଇଛନ୍ତି । ଏଥି ମଧ୍ୟରୁ ୫୦୧୯୮ ଜଣ ଛାତ୍ର ରହିଥିବାବେଳେ ୩୯୭୫୩ ଜଣ ଛାତ୍ରୀ ରହିଛନ୍ତି । ସେହିପରି ସମୁଦାୟ ୫୫୪୬୮ ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଅନ୍ୟପଟେ ବାଣିଜ୍ୟରେ ସମୁଦାୟ ୨୩ ହଜାର ୨୯୨ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଥିବା ନେଇ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ୱେବସାଇଟରୁ କେମିତି ଫଳାଫଳ ଜାଣିବେ ?

୧. ଅଫିସିଆଲ ୱେବସାଇଟ୍ orissaresults.nic.in କୁ ଯାଆନ୍ତୁ

୨: ରେଜଲ୍ଟ ପାଇଁ ଥିବା ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ

୩ : ଲଗଇନ୍ ପେଜରେ ରୋଲ୍ ନମ୍ବର ଓ ଅନ୍ୟ ବିବରଣୀ ଦିଅନ୍ତୁ

୪: ସବମିଟ୍ ବଟନ କ୍ଲିକ୍ କରନ୍ତୁ ଓ ରିଜଲ୍ଟର ପ୍ରିଣ୍ଟଆଉଟ୍ ନିଅନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର