ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି

Deviprasad Mohanty Picture
Published On

ଭୁବନେଶ୍ୱର: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ। ୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦ ( CHSE ) ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

29 Oct 2025 By Deviprasad Mohanty

ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି

ଭୁବନେଶ୍ୱର: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ। ୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦ ( CHSE ) ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

https://www.thesakala.in/latest-odisha-news/deadline-extended-for-submission-of-the-plus--two--form-fill-up/article-42884
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର