ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଭାରତୀୟ ଅଲିମ୍ପିକ ଆସୋସିଏସନ ସଭାପତି

The Sakala Picture
Published On

ଭୁବନେଶ୍ୱର: ଭାରତୀୟ ହକି ଦଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା ନିମନ୍ତେ କୃତଜ୍ଞତା ଜଣାଇଛନ୍ତି ହକି ପ୍ରଶାସକ ତଥା ଭାରତୀୟ ଅଲିମ୍ପିକ ଆସୋସିଏସନ୍‌ ସଭାପତି ନରିନ୍ଦର ଧୃବ ବାତ୍ରା। ଟୋକିଓରୁ ଏକ ବାର୍ତ୍ତାରେ ଶ୍ରୀ ବାତ୍ରା କହିଛନ୍ତି ଯେ ଭାରତୀୟ ହକି ଦଳର କ୍ୱାର୍ଟର ଫାଇନାଲ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଥିବାରୁ କୃତଜ୍ଞତା ଜଣାଉଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଶୁଭେଚ୍ଛା ନିଶ୍ଚିତ ଭାବରେ ଭାରତୀୟ ହକି ଦଳର ମନୋବଳ ବୃଦ୍ଧି କରିବ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

02 Aug 2021 By The Sakala

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଭାରତୀୟ ଅଲିମ୍ପିକ ଆସୋସିଏସନ ସଭାପତି

ଭୁବନେଶ୍ୱର: ଭାରତୀୟ ହକି ଦଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା ନିମନ୍ତେ କୃତଜ୍ଞତା ଜଣାଇଛନ୍ତି ହକି ପ୍ରଶାସକ ତଥା ଭାରତୀୟ ଅଲିମ୍ପିକ ଆସୋସିଏସନ୍‌ ସଭାପତି ନରିନ୍ଦର ଧୃବ ବାତ୍ରା। ଟୋକିଓରୁ ଏକ ବାର୍ତ୍ତାରେ ଶ୍ରୀ ବାତ୍ରା କହିଛନ୍ତି ଯେ ଭାରତୀୟ ହକି ଦଳର କ୍ୱାର୍ଟର ଫାଇନାଲ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଥିବାରୁ କୃତଜ୍ଞତା ଜଣାଉଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଶୁଭେଚ୍ଛା ନିଶ୍ଚିତ ଭାବରେ ଭାରତୀୟ ହକି ଦଳର ମନୋବଳ ବୃଦ୍ଧି କରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର