ଆକ୍ସନ ମୋଡରେ ଖାଦ୍ୟ ସୁରକ୍ଷା ୟୁନିଟ୍, କଟକ ବାଲିଯାତ୍ରାରେ ବିଭିନ୍ନ ଷ୍ଟଲରେ ରେଡ୍

Madhusudan Das Picture
Published On

କଟକ: ଆକ୍ସନ ମୋଡରେ ଖାଦ୍ୟ ସୁରକ୍ଷା ୟୁନିଟ୍ । କଟକ ବାଲିଯାତ୍ରାରେ ବିଭିନ୍ନ ଷ୍ଟଲରେ ରେଡ୍ । ରେଡ୍ ବେଳେ ଷ୍ଟଲରେ ଥିବା ଅନେକ ପରିମାଣର ବାସୀ ଖାଦ୍ୟକୁ ନଷ୍ଟ କରାଯାଇଛି । ଏହାସହ ଉକ୍ତ ଦୋକାନୀଙ୍କ ଠାରୁ ଫାଇନ୍‌ ମଧ୍ୟ କଟାଯାଇଛି । କଟକ ବାଲିଯାତ୍ରା ତଳ ପଡ଼ିଆରେ ସିଏମସି ସ୍ୱାସ୍ଥ୍ୟ ବିଭାଗ ବିଭିନ୍ନ ଖାଦ୍ୟ ଷ୍ଟଲ ଉପରେ ଚଢ଼ାଉ କରିଛି । ଅପମିଶ୍ରିତ ଓ ବାସୀ ଖାଦ୍ୟ ଯାଞ୍ଚ କରୁଛି ଟିମ । ସିଏମସି ସ୍ୱାସ୍ଥ୍ୟ ଅଧିକାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି । ମାନ ଖରାପ ଥିବା ଖାଦ୍ୟକୁ ନଷ୍ଟ କରୁଛି ଟିମ ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

କାର୍ତ୍ତିକ ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରାରେ ଅନେକ ଲୋକଙ୍କ ଭିଡ଼ ଜମିଛି । ପ୍ରତିଦିନ ହଜାର ହଜାର ଲୋକ ଏହି ପ୍ରସିଦ୍ଧ ଯାତ୍ରା ବୁଲିବା ସହ ଅନେକ କିଣାକିଣି ମଧ୍ୟ କରୁଛନ୍ତି । ହେଲେ କିଛି ଷ୍ଟଲରେ ବାସୀ ଖାଦ୍ୟ ବିକ୍ରି ହେଉଥିବାର ଅଭିଯୋଗ ଆସିଥିଲା । ଯାହାପରେ ଆକ୍ସନକୁ ଆସିଥିଲା ସିଏମ୍ ସି ଖାଦ୍ୟ ସୁରକ୍ଷା ୟୁନିଟ୍ ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

08 Nov 2025 By Madhusudan Das

ଆକ୍ସନ ମୋଡରେ ଖାଦ୍ୟ ସୁରକ୍ଷା ୟୁନିଟ୍, କଟକ ବାଲିଯାତ୍ରାରେ ବିଭିନ୍ନ ଷ୍ଟଲରେ ରେଡ୍

କଟକ: ଆକ୍ସନ ମୋଡରେ ଖାଦ୍ୟ ସୁରକ୍ଷା ୟୁନିଟ୍ । କଟକ ବାଲିଯାତ୍ରାରେ ବିଭିନ୍ନ ଷ୍ଟଲରେ ରେଡ୍ । ରେଡ୍ ବେଳେ ଷ୍ଟଲରେ ଥିବା ଅନେକ ପରିମାଣର ବାସୀ ଖାଦ୍ୟକୁ ନଷ୍ଟ କରାଯାଇଛି । ଏହାସହ ଉକ୍ତ ଦୋକାନୀଙ୍କ ଠାରୁ ଫାଇନ୍‌ ମଧ୍ୟ କଟାଯାଇଛି । କଟକ ବାଲିଯାତ୍ରା ତଳ ପଡ଼ିଆରେ ସିଏମସି ସ୍ୱାସ୍ଥ୍ୟ ବିଭାଗ ବିଭିନ୍ନ ଖାଦ୍ୟ ଷ୍ଟଲ ଉପରେ ଚଢ଼ାଉ କରିଛି । ଅପମିଶ୍ରିତ ଓ ବାସୀ ଖାଦ୍ୟ ଯାଞ୍ଚ କରୁଛି ଟିମ । ସିଏମସି ସ୍ୱାସ୍ଥ୍ୟ ଅଧିକାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି । ମାନ ଖରାପ ଥିବା ଖାଦ୍ୟକୁ ନଷ୍ଟ କରୁଛି ଟିମ ।

କାର୍ତ୍ତିକ ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରାରେ ଅନେକ ଲୋକଙ୍କ ଭିଡ଼ ଜମିଛି । ପ୍ରତିଦିନ ହଜାର ହଜାର ଲୋକ ଏହି ପ୍ରସିଦ୍ଧ ଯାତ୍ରା ବୁଲିବା ସହ ଅନେକ କିଣାକିଣି ମଧ୍ୟ କରୁଛନ୍ତି । ହେଲେ କିଛି ଷ୍ଟଲରେ ବାସୀ ଖାଦ୍ୟ ବିକ୍ରି ହେଉଥିବାର ଅଭିଯୋଗ ଆସିଥିଲା । ଯାହାପରେ ଆକ୍ସନକୁ ଆସିଥିଲା ସିଏମ୍ ସି ଖାଦ୍ୟ ସୁରକ୍ଷା ୟୁନିଟ୍ ।

https://www.thesakala.in/latest-odisha-news/raids-on-various-stalls-in-cuttack-baliyatra/article-43036
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର