ଶୀତ ଅଧିବେଶନରେ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବେ ରାଷ୍ଟ୍ରପତି

Deviprasad Mohanty Picture
Published On

ଭୁବନେଶ୍ବର: ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ସୂଚନା ଦେଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ। ରାଷ୍ଟ୍ରପତି ଶୀତ ଅଧିବେଶନରେ ବିଧାନସଭାକୁ ସମ୍ବୋଧନ କରିବେ। ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାକୁ ଜଣେ ରାଷ୍ଟ୍ରପତି ସମ୍ବୋଧନ କରିବେ। ଓଡ଼ିଶା ବିଧାନସଭାର ନିମନ୍ତ୍ରଣକୁ ଦ୍ରୌପଦୀ ମୁର୍ମୁ ଗ୍ରହଣ କରିଛନ୍ତି। କେଉଁ ଦିନ ସେ ସମ୍ବୋଧନ କରିବେ, ତାହା ରାଷ୍ଟ୍ରପତିଙ୍କ ଅଫିସ ପକ୍ଷରୁ ସ୍ଥିର କରାଯିବ। ଶୀତ ଅଧିବେଶନର କାର୍ଯ୍ୟସୂଚୀ ପ୍ରସ୍ତୁତ ହେବା ପରେ ତାହା ସ୍ପଷ୍ଟ ହେବ। ରାଷ୍ଟ୍ରପତି ବିଧାନସଭାକୁ  ସମ୍ଵୋଧନ କରିବା ଏକ ସ୍ମରଣୀୟ ଅଭିଜ୍ଞତା ହେବ ବୋଲି କହିଛନ୍ତି ପୂର୍ଣ୍ଣ ସେଠୀ।

ଆହୁରି ପଢ଼ନ୍ତୁ: ପୁଣି ପୁରୀ କୋର୍ଟକୁ ବୋମାରେ ଉଡାଇଦେବାକୁ ଧମକ, ଅଦାଲତ କାର୍ଯ୍ୟ ବାଧାପ୍ରାପ୍ତ

10 Nov 2025 By Deviprasad Mohanty

ଶୀତ ଅଧିବେଶନରେ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବେ ରାଷ୍ଟ୍ରପତି

ଭୁବନେଶ୍ବର: ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ସୂଚନା ଦେଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ। ରାଷ୍ଟ୍ରପତି ଶୀତ ଅଧିବେଶନରେ ବିଧାନସଭାକୁ ସମ୍ବୋଧନ କରିବେ। ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାକୁ ଜଣେ ରାଷ୍ଟ୍ରପତି ସମ୍ବୋଧନ କରିବେ। ଓଡ଼ିଶା ବିଧାନସଭାର ନିମନ୍ତ୍ରଣକୁ ଦ୍ରୌପଦୀ ମୁର୍ମୁ ଗ୍ରହଣ କରିଛନ୍ତି। କେଉଁ ଦିନ ସେ ସମ୍ବୋଧନ କରିବେ, ତାହା ରାଷ୍ଟ୍ରପତିଙ୍କ ଅଫିସ ପକ୍ଷରୁ ସ୍ଥିର କରାଯିବ। ଶୀତ ଅଧିବେଶନର କାର୍ଯ୍ୟସୂଚୀ ପ୍ରସ୍ତୁତ ହେବା ପରେ ତାହା ସ୍ପଷ୍ଟ ହେବ। ରାଷ୍ଟ୍ରପତି ବିଧାନସଭାକୁ  ସମ୍ଵୋଧନ କରିବା ଏକ ସ୍ମରଣୀୟ ଅଭିଜ୍ଞତା ହେବ ବୋଲି କହିଛନ୍ତି ପୂର୍ଣ୍ଣ ସେଠୀ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର