ମଞ୍ଜରୀ ଦେବୀ ପବ୍ଲିକ ସ୍କୁଲରେ ଜ୍ଞାନବିଜ୍ଞାନ ମେଳା...

Deviprasad Mohanty Picture
Published On

ବାଲିଅନ୍ତା: ବାଲିଅନ୍ତା ବ୍ଲକ ପଞ୍ଚାୟତ ରୋଡସ୍ଥିତ ମଞ୍ଜରୀ ଦେବୀ ପବ୍ଲିକ ସ୍କୁଲରେ ଆଜି ଜ୍ଞାନ ବିଜ୍ଞାନ ଓ ସାମାଜିକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ଅଧିବେଶନରେ ଏନେଇ ସମ୍ମିଳନୀ କକ୍ଷରେ ଆୟୋଜିତ ସଭାରେ ବିଦ୍ୟାଳୟର ପରିଚାଳନା କମିଟି ଉପାଧ୍ୟକ୍ଷା ଜ୍ୟୋତ୍ସ୍ନା ଦାସ ମୁଖ୍ୟ ଅତିଥି, ବିଦ୍ୟାଳୟ ପ୍ରତିଷ୍ଠାତା ତଥା ସଚିବ ଶରତ ଚନ୍ଦ୍ର ବିଶ୍ୱାଳ, ଅଧ୍ୟକ୍ଷା ବଲବୀର କୌର ଓ ମୁଖ୍ୟ କୋଷାଧ୍ୟକ୍ଷା ଶ୍ରଦ୍ଧାଞ୍ଜଳୀ ଷଡ଼ଙ୍ଗୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

school

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

ଏହା ସହ ଅତିଥିମାନେ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଥିଲେ। ଏହି ପରିପ୍ରେକ୍ଷୀରେ ମେଳାରେ ମୋଟ ୯୦ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ପ୍ରକଳ୍ପ ମଧ୍ୟରେ ପରିବେଶ ସୁରକ୍ଷା, ପ୍ରଦୂଷଣ ନିରାକରଣ, ସବୁଜିମା ପରିବେଶ, ସୌରଶକ୍ତି, ଜଳ ସଞ୍ଚୟ, ମୃତ୍ତିକା ସଂରକ୍ଷଣ ସଚେତନତା ପ୍ରକଳ୍ପ ଶ୍ରେଷ୍ଠ ବିବେଚିତ ହୋଇଥିଲା।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

manjari

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର