ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଓଲିଉଡ଼ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ

Madhusudan Das Picture
Published On

ଭୁବନେଶ୍ବର : ପରଲୋକରେ  ଓଲିଉଡ଼ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୩୪ ବର୍ଷ ହୋଇଥିଲା । ଏକାଧିକ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ ସାଗର। ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ ।  ତାଙ୍କର ଅଙ୍ଗପ୍ରତ୍ୟଙ୍ଗ ମଧ୍ୟ ଅଚଳ ହୋଇଯାଇଥିଲା। ଶ୍ବାସକ୍ରିୟା ସମସ୍ୟା ଯୋଗୁଁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତ ୧୪ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି ହୋଇଥିଲେ ହ୍ୟୁମାନ ସାଗର। ମଲଟି ଅର୍ଗାନ୍ ଡିଫଙ୍କନ ସିଣ୍ଡ୍ରୋମ୍ ସହିତ ଗୁରୁତର ଲିଭର ସମସ୍ୟା, ନିମୋନିଆ ଓ ହୃଦରୋଗରେ ପୀଡ଼ିତ ଥିଲେ। ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି ।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

17 Nov 2025 By Madhusudan Das

ଓଲିଉଡ଼ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ

ଭୁବନେଶ୍ବର : ପରଲୋକରେ  ଓଲିଉଡ଼ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୩୪ ବର୍ଷ ହୋଇଥିଲା । ଏକାଧିକ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ ସାଗର। ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ ।  ତାଙ୍କର ଅଙ୍ଗପ୍ରତ୍ୟଙ୍ଗ ମଧ୍ୟ ଅଚଳ ହୋଇଯାଇଥିଲା। ଶ୍ବାସକ୍ରିୟା ସମସ୍ୟା ଯୋଗୁଁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତ ୧୪ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି ହୋଇଥିଲେ ହ୍ୟୁମାନ ସାଗର। ମଲଟି ଅର୍ଗାନ୍ ଡିଫଙ୍କନ ସିଣ୍ଡ୍ରୋମ୍ ସହିତ ଗୁରୁତର ଲିଭର ସମସ୍ୟା, ନିମୋନିଆ ଓ ହୃଦରୋଗରେ ପୀଡ଼ିତ ଥିଲେ। ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର