Odisha School Teacher Transfer: ରାଜ୍ୟ ସରକାରଙ୍କୁ ଝଟକା, ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ...

Deviprasad Mohanty Picture
Published On

କଟକ: ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଝଟକା। ରାଜ୍ୟ ସରକାର କରିଥିବା ଚିଠିକୁ ଖାରଜ କଲେ ହାଇକୋର୍ଟ। ୧୫ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା । ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟ ନାପସନ୍ଦ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ମତଦାନ ଜାରି, କ୍ୟାମ୍ପସରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଏହାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ବିଜେଡ଼ି ବିଧାୟକ ଅରୁଣ ସାହୁ। ସେ କହିଛନ୍ତି ଯେ, ବିଜେପି ସରାକର ସର୍କୁଲାର ଜାରି କହିଲେ ୧୫ ଶିକ୍ଷକ ବଦଳି ପାଇଁ। ଏହା ଅକ୍ଷମଣୀୟ। ବିଜେପି ବିଧାୟକ ୧୦୦ରୁ ୧୫୦ ଶିକ୍ଷକ ବଦଳି ପାଇଁ  ପ୍ରସ୍ତାବ ଦେଲେ। ଏହା ଠିକ ନୁହଁ। ଏହା ତୁରନ୍ତ ବନ୍ଦ ହେବା ଦରକାର। ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସେ ସ୍ବାଗତ କରିଛନ୍ତି।

ଆହୁରି ପଢ଼ନ୍ତୁ: ଦଶହରାରେ ମଦୁଆ ଡ୍ରାଇଭରଙ୍କୁ ମିଳିବନି ତ୍ରାହି, ଭିଡ଼ ନିୟନ୍ତ୍ରଣ ସହ ଦ୍ରୁତ ଗତିରେ ଗାଡି ଚାଳନା ଉପରେ ରହିବ ନଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର