ସୃଷ୍ଟି ହେଲା ଗଭୀର ଅବପାତ, ଆଗାମୀ ୧୨ ଘଣ୍ଟାରେ ପୁଣି ଏକ ବାତ୍ୟା ସମ୍ଭାବନା !

ଓଡ଼ିଶାକୁ ନାହିଁ ବିପଦ...

Deviprasad Mohanty Picture
Published On

ଭୁବନେଶ୍ବର: ସୃଷ୍ଟି ହେଲା ଗଭୀର ଅବପାତ। ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ସିଷ୍ଟମ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ପୁଣି ବାତ୍ୟା ସମ୍ଭାବନା। ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣପୂର୍ବ ଶ୍ରୀଲଙ୍କା ପାର୍ଶ୍ବବର୍ତ୍ତୀ ବିଷୁବରେଖା ନିକଟସ୍ଥ ଭାରତମହାସାଗର ଞ୍ଚଳରେ କେନ୍ଦ୍ରୀଭୂତ ରହିଛି ।ଏହା ଆହୁରି ଅଧିକ ଘନିଭୂତ ହୋଇ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ତାମିଲନାଡୁ ଓ ପୁଡୁଚେରୀ ମୁହାଁଇବ। ଏହାର ବିଶେଷ ପ୍ରଭାବ ମଧ୍ୟ ଓଡ଼ିଶା ଉପରେ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । 

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର