ଛତିଶଗଡ଼ ବସ୍ତର ଆଇଜିଙ୍କ ନିକଟରେ ମାଓ ନେତା ଚେତୁ ସମେତ ୧୦ ନକ୍ସଲ କଲେ ଆତ୍ମସମର୍ପଣ

Madhusudan Das Picture
Published On

ମାଲକାନଗିରି: ଛତିଶଗଡ଼ ବସ୍ତର ଆଇଜିଙ୍କ ନିକଟରେ ମାଓ ନେତା ଚେତୁ ସମେତ ୧୦ ହାର୍ଡକୋର ନକ୍ସଲଙ୍କ ଆତ୍ମସମର୍ପଣ । ମାଓ ନେତା ଚେତୁ ନାଁରେ ଥିଲା ୨୫ ଲକ୍ଷ ଟଙ୍କାର ପୁରସ୍କାର । ଛତିଶଗଡ ସୁକୁମା ଝିରାମ ଘାଟି ମାଓ ହିଂସାର ମାଷ୍ଟର ମାଇଣ୍ଡ ଥିଲା ମାଓ ନେତା ଚେତୁ ଓରଫ ଶ୍ୟାମ ଦାଦା ।

ଆହୁରି ପଢ଼ନ୍ତୁ: ଅସହ୍ୟ ଖରାରେ ଅସ୍ତବ୍ୟସ୍ତ ଜନଜୀବନ: ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଜଗଦଲପୁରରେ ବସ୍ତର IG ପି. ସୁନ୍ଦର ରାଜଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ଏହି ୧୦ ହାର୍ଡକୋର ମାଓବାଦୀ । ଚେତୁ ତାର ୯ ଜଣ ସାଥୀଙ୍କୁ ନେଇ ଆତ୍ମସମର୍ପଣ କରିଛି । ସେମାନଙ୍କ ନାଁରେ ୬୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିଲା। ମାଓ ନେତା ଚେତୁ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିବା ବେଳେ, ଅନ୍ୟ ନକ୍ସଲଙ୍କ ନାମରେ ୪୦ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା । ୨୦୧୩ ମସିହାରେ ଝିରମ ଘାଟିରେ ହୋଇଥିବା ନକ୍ସଲ ଆକ୍ରମଣରେ ଚେତୁ ମୁଖ୍ୟ ଖଳନାୟକ ଥିଲା ବୋଲି ପୋଲିସ କହିଛି । ୩୩ ଜଣ କଂଗ୍ରେସ କର୍ମୀଙ୍କୁ ହତ୍ୟା ଘଟଣାରେ ଚେତୁ ମାଷ୍ଟର ମାଇଣ୍ଡ ଥିଲା ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

29 Nov 2025 By Madhusudan Das

ଛତିଶଗଡ଼ ବସ୍ତର ଆଇଜିଙ୍କ ନିକଟରେ ମାଓ ନେତା ଚେତୁ ସମେତ ୧୦ ନକ୍ସଲ କଲେ ଆତ୍ମସମର୍ପଣ

ମାଲକାନଗିରି: ଛତିଶଗଡ଼ ବସ୍ତର ଆଇଜିଙ୍କ ନିକଟରେ ମାଓ ନେତା ଚେତୁ ସମେତ ୧୦ ହାର୍ଡକୋର ନକ୍ସଲଙ୍କ ଆତ୍ମସମର୍ପଣ । ମାଓ ନେତା ଚେତୁ ନାଁରେ ଥିଲା ୨୫ ଲକ୍ଷ ଟଙ୍କାର ପୁରସ୍କାର । ଛତିଶଗଡ ସୁକୁମା ଝିରାମ ଘାଟି ମାଓ ହିଂସାର ମାଷ୍ଟର ମାଇଣ୍ଡ ଥିଲା ମାଓ ନେତା ଚେତୁ ଓରଫ ଶ୍ୟାମ ଦାଦା ।

ଜଗଦଲପୁରରେ ବସ୍ତର IG ପି. ସୁନ୍ଦର ରାଜଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ଏହି ୧୦ ହାର୍ଡକୋର ମାଓବାଦୀ । ଚେତୁ ତାର ୯ ଜଣ ସାଥୀଙ୍କୁ ନେଇ ଆତ୍ମସମର୍ପଣ କରିଛି । ସେମାନଙ୍କ ନାଁରେ ୬୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିଲା। ମାଓ ନେତା ଚେତୁ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିବା ବେଳେ, ଅନ୍ୟ ନକ୍ସଲଙ୍କ ନାମରେ ୪୦ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା । ୨୦୧୩ ମସିହାରେ ଝିରମ ଘାଟିରେ ହୋଇଥିବା ନକ୍ସଲ ଆକ୍ରମଣରେ ଚେତୁ ମୁଖ୍ୟ ଖଳନାୟକ ଥିଲା ବୋଲି ପୋଲିସ କହିଛି । ୩୩ ଜଣ କଂଗ୍ରେସ କର୍ମୀଙ୍କୁ ହତ୍ୟା ଘଟଣାରେ ଚେତୁ ମାଷ୍ଟର ମାଇଣ୍ଡ ଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର