ନୂଆବର୍ଷ ପୂର୍ବରୁ ଆକ୍ସନ ମୋଡ଼ରେ ଅବକାରୀ ଟିମ, ସ୍କାନରରେ ରାଜଧାନୀର ବାର ଓ ପବ୍

Madhusudan Das Picture
Published On

ଭୁବନେଶ୍ୱର: ନୂଆବର୍ଷ ପାଇଁ ଆରମ୍ଭ ହେଲା ଅବକାରୀ ବିଭାଗର ଧରପଗଡ଼ । ସ୍କାନରରେ ରାଜଧାନୀର ବାର ଓ ପବ୍ । ବଡଦିନ, ଜିରୋ ନାଇଟ ଓ ନୂଆବର୍ଷ ପୂର୍ବରୁ ଆକ୍ସନ ମୋଡ଼ରେ ଅବକାରୀ ଟିମ । ସିସିଟିଭି ଯାଞ୍ଚ ସହ ରହିବ ଡ୍ୟାନ୍ସ ବାର ଉପରେ କଡା ନଜର । ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲିଲେ ହେବ କାର୍ଯ୍ୟନୁଷ୍ଠାନ । ହୋଟେଲ ଗୁଡିକରେ ମଧ୍ୟ ହେବ ସରପ୍ରାଇଜ ଭିଜିଟ । ବିନା ଲାଇସେନ୍ସରେ ମଦ ବିକ୍ରି କଲେ ନିଆଯିବ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ । ନକଲି ମଦ ବିକ୍ରି ଓ ଚୋରା ଚାଲାଣ ଉପରେ ମଧ୍ୟ ରହିବ ନଜର । 

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ତେବେ କେବଳ ମଦ ନୁହେଁ, ଅନ୍ୟ ନିଶା ଦ୍ରବ୍ୟ ଯେପରିକି ବ୍ରାଉନସୁଗର, କୋକେନ୍, କଫସିରଫ କାରବାର ଉପରେ ମଧ୍ୟ ରହିଛି କଡା ନଜର । ଏଭଳି ସୂଚନା ଦେଇଛନ୍ତି ଅବକାରୀ ସୁପରିଟେଣ୍ଡେଣ୍ଟ ଦେବାଶିଷ ପଟେଲ । ସେଲିବ୍ରେସନ କର କିନ୍ତୁ କ୍ରାଇମ କରନି ବୋଲି ଚେତାବନୀ ଦେଇଛନ୍ତି ଅବକାରୀ ସୁପରିଟେଣ୍ଡେଣ୍ଟ । 

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

01 Dec 2025 By Madhusudan Das

ନୂଆବର୍ଷ ପୂର୍ବରୁ ଆକ୍ସନ ମୋଡ଼ରେ ଅବକାରୀ ଟିମ, ସ୍କାନରରେ ରାଜଧାନୀର ବାର ଓ ପବ୍

ଭୁବନେଶ୍ୱର: ନୂଆବର୍ଷ ପାଇଁ ଆରମ୍ଭ ହେଲା ଅବକାରୀ ବିଭାଗର ଧରପଗଡ଼ । ସ୍କାନରରେ ରାଜଧାନୀର ବାର ଓ ପବ୍ । ବଡଦିନ, ଜିରୋ ନାଇଟ ଓ ନୂଆବର୍ଷ ପୂର୍ବରୁ ଆକ୍ସନ ମୋଡ଼ରେ ଅବକାରୀ ଟିମ । ସିସିଟିଭି ଯାଞ୍ଚ ସହ ରହିବ ଡ୍ୟାନ୍ସ ବାର ଉପରେ କଡା ନଜର । ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲିଲେ ହେବ କାର୍ଯ୍ୟନୁଷ୍ଠାନ । ହୋଟେଲ ଗୁଡିକରେ ମଧ୍ୟ ହେବ ସରପ୍ରାଇଜ ଭିଜିଟ । ବିନା ଲାଇସେନ୍ସରେ ମଦ ବିକ୍ରି କଲେ ନିଆଯିବ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ । ନକଲି ମଦ ବିକ୍ରି ଓ ଚୋରା ଚାଲାଣ ଉପରେ ମଧ୍ୟ ରହିବ ନଜର । 

ତେବେ କେବଳ ମଦ ନୁହେଁ, ଅନ୍ୟ ନିଶା ଦ୍ରବ୍ୟ ଯେପରିକି ବ୍ରାଉନସୁଗର, କୋକେନ୍, କଫସିରଫ କାରବାର ଉପରେ ମଧ୍ୟ ରହିଛି କଡା ନଜର । ଏଭଳି ସୂଚନା ଦେଇଛନ୍ତି ଅବକାରୀ ସୁପରିଟେଣ୍ଡେଣ୍ଟ ଦେବାଶିଷ ପଟେଲ । ସେଲିବ୍ରେସନ କର କିନ୍ତୁ କ୍ରାଇମ କରନି ବୋଲି ଚେତାବନୀ ଦେଇଛନ୍ତି ଅବକାରୀ ସୁପରିଟେଣ୍ଡେଣ୍ଟ । 

https://www.thesakala.in/latest-odisha-news/excise-department-in-action-mode-before-the-new-year/article-43353
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର