ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା, ଗଣିତ ପାଇଁ ମିଳିବ ଅଧିକ ୧୫ ମିନିଟ ସମୟ ...

Deviprasad Mohanty Picture
Published On

କଟକ: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖରେ ସରିବ ପରୀକ୍ଷା। ସକାଳ ୯ ଟାରୁ ଆରମ୍ଭ ହୋଇ ୧୧ ଟା ୩୦ ଯାଏ ଚାଲିବ ପରୀକ୍ଷା। ଗଣିତ ପାଇଁ ଅଧିକ ୧୫ ମିନିଟ ସମୟ ପ୍ରଦାନ କରାଯିବ। ମାତୃଭାଷା ୧୯ ତାରିଖରେ, ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ ଓ ହିନ୍ଦୀ, ୨୫ରେ ବିଜ୍ଞାନ, ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ ତାରିଖରେ ଗଣିତ ପରୀକ୍ଷ ଅନୁଷ୍ଠିତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ଆହୁରି ପଢ଼ନ୍ତୁ: ବିଜେପି ନେତାଙ୍କ ମନ୍ତବ୍ୟକୁ ବିଜେଡିର କଡ଼ା ବିରୋଧ: ନବୀନଙ୍କ ବୟସକୁ ନେଇ ଆକ୍ଷେପ ବିକୃତ ମାନସିକତା

 

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର