ବିନା ମୁରବିରେ ଚାଲିଛି ସ୍କୁଲ; ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ...

ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାରେ ୯ ବ୍ଲକରେ ପଦବୀ ଖାଲି...

Deviprasad Mohanty Picture
Published On

ଭୁବନେଶ୍ବର: ବିନା ମୁରବିରେ ଚାଲିଛି ସ୍କୁଲ। ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକରେ ପଦବୀ ଖାଲି ପଡିଛି।ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭ ବ୍ଲକ୍, ବାଲେଶ୍ୱର ଜିଲ୍ଲାର ୬ ବ୍ଲକ୍, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାର ୫ ବ୍ଲକ୍, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ, ଭଦ୍ରକ ଜିଲ୍ଲାର ୪ ବ୍ଲକ୍, ଢେଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼, ସୋନପୁର ଜିଲ୍ଲାର ୩ ବ୍ଲକ୍, ବଲାଙ୍ଗିର, କଟକ, ଖୋର୍ଦ୍ଧା, ମାଲକାନଗିରି, ସୁନ୍ଦରଗଡ଼ ଜିଲ୍ଲାର ୨ ବ୍ଲକ୍, ବରଗଡ଼, ଦେବଗଡ଼, ଗଜପତି ଜିଲ୍ଲାର ଗୋଟିଏ ବ୍ଲକ୍ରେ ପଦବୀ ଖାଲି ପଡିଛି।  ଏ ନେଇ ବିଧାନସଭାରେ ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ପ୍ରଶ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତରରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

05 Dec 2025 By Deviprasad Mohanty

ବିନା ମୁରବିରେ ଚାଲିଛି ସ୍କୁଲ; ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ...

ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାରେ ୯ ବ୍ଲକରେ ପଦବୀ ଖାଲି...

ଭୁବନେଶ୍ବର: ବିନା ମୁରବିରେ ଚାଲିଛି ସ୍କୁଲ। ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକରେ ପଦବୀ ଖାଲି ପଡିଛି।ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭ ବ୍ଲକ୍, ବାଲେଶ୍ୱର ଜିଲ୍ଲାର ୬ ବ୍ଲକ୍, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାର ୫ ବ୍ଲକ୍, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ, ଭଦ୍ରକ ଜିଲ୍ଲାର ୪ ବ୍ଲକ୍, ଢେଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼, ସୋନପୁର ଜିଲ୍ଲାର ୩ ବ୍ଲକ୍, ବଲାଙ୍ଗିର, କଟକ, ଖୋର୍ଦ୍ଧା, ମାଲକାନଗିରି, ସୁନ୍ଦରଗଡ଼ ଜିଲ୍ଲାର ୨ ବ୍ଲକ୍, ବରଗଡ଼, ଦେବଗଡ଼, ଗଜପତି ଜିଲ୍ଲାର ଗୋଟିଏ ବ୍ଲକ୍ରେ ପଦବୀ ଖାଲି ପଡିଛି।  ଏ ନେଇ ବିଧାନସଭାରେ ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ପ୍ରଶ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତରରଖିଛନ୍ତି ।

https://www.thesakala.in/latest-odisha-news/schools-are-running-without-head-100-beo-posts-are-vacant-in-the-state/article-43422
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର