ପୁଣି ରାଜ୍ୟ କଂଗ୍ରେସରେ କନ୍ଦଳ ! ଭକ୍ତ ଦାସଙ୍କ ନେତୃତ୍ଵକୁ ନେଇ ପ୍ରଶ୍ନ ଉଠାଇଲେ ମୋକିମ, ସୋନିଆଙ୍କୁ ଲେଖିଲେ ଚିଠି

Madhusudan Das Picture
Published On

ଭୁବନେଶ୍ୱର: ପୁଣି ରାଜ୍ୟ କଂଗ୍ରେସରେ ଉପୁଜିଲାଣି କି କନ୍ଦଳ ! ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ । ଏନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ମୋକିମ । ମୋକିମ କହିଛନ୍ତି କି, ଓଡିଶାରେ କଂଗ୍ରେସ ନେତୃତ୍ୱ ଦୁର୍ବଳ ସ୍ଥିତିରେ ଅଛି । ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମୟରେ ଦଳ ସାଧାରଣ ନିର୍ବାଚନରେ ମାତ୍ର ୧୩ ପ୍ରତିଶତ ଭୋଟ ପାଇଥିଲା। ପରେ ୨୦୨୫ରେ ଭକ୍ତ ଦାସଙ୍କୁ ଦାୟିତ୍ବ ଦିଆଗଲା । ଏବେ ଦଳ ଆହୁରି ଦୁର୍ବଳ ହେବାରେ ଲାଗିଛି । ଭକ୍ତ ଦାସ କଂଗ୍ରେସର ସଭାପତି ରହିଲେ, ଦଳ ଓଡ଼ିଶାରେ ଉଧାଇ ପାରିବନି ବୋଲି କହିଛନ୍ତି ମୋକିମ । ପିସିସି ସଭାପତିଙ୍କ ପରିଚାଳନାଗତ ତୃଟି ପାଇଁ ନୂଆପଡ଼ାରେ କଂଗ୍ରେସ ହାରିଲା ବୋଲି ସେ ଅଭିଯୋଗ ଆଣିଛନ୍ତି । 

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

10 Dec 2025 By Madhusudan Das

ପୁଣି ରାଜ୍ୟ କଂଗ୍ରେସରେ କନ୍ଦଳ ! ଭକ୍ତ ଦାସଙ୍କ ନେତୃତ୍ଵକୁ ନେଇ ପ୍ରଶ୍ନ ଉଠାଇଲେ ମୋକିମ, ସୋନିଆଙ୍କୁ ଲେଖିଲେ ଚିଠି

ଭୁବନେଶ୍ୱର: ପୁଣି ରାଜ୍ୟ କଂଗ୍ରେସରେ ଉପୁଜିଲାଣି କି କନ୍ଦଳ ! ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ । ଏନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ମୋକିମ । ମୋକିମ କହିଛନ୍ତି କି, ଓଡିଶାରେ କଂଗ୍ରେସ ନେତୃତ୍ୱ ଦୁର୍ବଳ ସ୍ଥିତିରେ ଅଛି । ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମୟରେ ଦଳ ସାଧାରଣ ନିର୍ବାଚନରେ ମାତ୍ର ୧୩ ପ୍ରତିଶତ ଭୋଟ ପାଇଥିଲା। ପରେ ୨୦୨୫ରେ ଭକ୍ତ ଦାସଙ୍କୁ ଦାୟିତ୍ବ ଦିଆଗଲା । ଏବେ ଦଳ ଆହୁରି ଦୁର୍ବଳ ହେବାରେ ଲାଗିଛି । ଭକ୍ତ ଦାସ କଂଗ୍ରେସର ସଭାପତି ରହିଲେ, ଦଳ ଓଡ଼ିଶାରେ ଉଧାଇ ପାରିବନି ବୋଲି କହିଛନ୍ତି ମୋକିମ । ପିସିସି ସଭାପତିଙ୍କ ପରିଚାଳନାଗତ ତୃଟି ପାଇଁ ନୂଆପଡ଼ାରେ କଂଗ୍ରେସ ହାରିଲା ବୋଲି ସେ ଅଭିଯୋଗ ଆଣିଛନ୍ତି । 

https://www.thesakala.in/latest-odisha-news/congress-leader-mohammad-mokim-raises-questions-about-the-leadership-of-bhakta-das/article-43506
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର