ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୩୧୫ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୬୨ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୫୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮୨୧୮୧ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୩୧୫ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୬୨ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୫୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮୨୧୮୧ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୧୩ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

ଅନୁଗୁଳରୁ ୫୨ , ବାଲେଶ୍ୱରରୁ ୪୩ , ବରଗଡ଼ ୨ , ଭଦ୍ରକ ୪୯ , ବଲାଙ୍ଗୀର ୪ , ବୌଦ୍ଧ ୪ , କଟକ ୧୯୮ , ଦେବଗଡ଼ ୭ , ଢେଙ୍କାନାଳ ୧୮ , ଗଜପତି ୫ , ଗଞ୍ଜାମ ୧୧ , ଜଗତସିଂହପୁର ୫୩ , ଯାଜପୁର ୮୯ , ଝାରସୁଗୁଡ଼ା , କଳାହାଣ୍ଡି ୪ , କନ୍ଧମାଳ ୪ , କେନ୍ଦ୍ରାପଡ଼ା ୨୮ , କେନ୍ଦୁଝର ୧୩ , କୋରାପୁଟ ୬ , ମାଲକାନଗିରି ୫ , ମୟୂରଭଞ୍ଜ ୬୨ , ନବରଙ୍ଗପୁର ୪ , ନୟାଗଡ଼ ୨୫ , ନୂଆପଡ଼ା ୬ , ପୁରୀ ୬୭ , ରାୟଗଡ଼ା ୧୨ , ସମ୍ୱଲପୁର ୨୩ , ସୋନପୁର ୮ , ସୁନ୍ଦରଗଡ଼ ୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର