ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ବାରରେ ଭୟାଭହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

Madhusudan Das Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ବାରରେ ଭୟାଭହ ଅଗ୍ନିକାଣ୍ଡ । ହୁତୁହୁତୁ ହୋଇ ଜଳିଲା ବାର୍ । ଧୂଆଁମୟ ହୋଇଗଲା ସାରା ଅଞ୍ଚଳ। ନିଆଁକୁ ଦେଖି ସ୍ଥାନୀୟ ଲୋକମାନେ ଆତଙ୍କିତ ହୋଇ ପଡ଼ିଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଦୀର୍ଘ ସମୟ ପରେ ନିଆଁ ଲିଭାଇବାରେ ସଫଳ ହୋଇଥିଲା ଅଗ୍ନିଶମ ବାହିନୀ । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ବି ନିଆଁ ବ୍ୟାପିଯାଇଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ନିଆଁ କେମିତି ଲାଗିଲା ଜଣାପଡ଼ିନି, ହେଲେ ଜୋର ସେ ପବନ ବୋହୁଥିବା କାରଣରୁ ନିଆଁ ଅଧିକ ଲାଗିଥିଲା ।

ଆହୁରି ପଢ଼ନ୍ତୁ: ପରୀକ୍ଷା ଅବ୍ୟବସ୍ଥାକୁ ନେଇ ନବୀନଙ୍କ କ୍ଷୋଭ: ଭରସା ଭାଙ୍ଗିଛି ଶିକ୍ଷା ବ୍ୟବସ୍ଥା, ଛାତ୍ରଙ୍କ ସହ ଆଲୋଚନା କରନ୍ତୁ ସରକାର

ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ଗୋଆର ଏକ ପବରେ ଘଟିଥିଲା ଭୟାବହ ଅଗ୍ନିକାଣ୍ଡ । ଏହାପରେ ଓଡ଼ିଶାରେ ମଧ୍ୟ ବାର୍ ଓ ପବର ଅଗ୍ନି ନିରାପତ୍ତା ସାର୍ଟିଫିକେଟ ଯାଞ୍ଚ ପାଇଁ ନିର୍ଦ୍ଦେଶ ରହିଥିଲା । ନିଜେ ଏ ସମ୍ପର୍କରେ ଅଗ୍ନିଶମ ଡିଜି ସୂଚନା ଦେଇଥିଲେ । କିନ୍ତୁ ନିର୍ଦ୍ଦେଶ ପରେ ଆଜି ଏହି ଅଘଟଣ ଅଗ୍ନିଶମ ବିଭାଗ ପାଇଁ ଚ୍ୟଲେଞ୍ଜ ସୃଷ୍ଟି କରିଛି ।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

12 Dec 2025 By Madhusudan Das

ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ବାରରେ ଭୟାଭହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ଭୁବନେଶ୍ୱର: ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ବାରରେ ଭୟାଭହ ଅଗ୍ନିକାଣ୍ଡ । ହୁତୁହୁତୁ ହୋଇ ଜଳିଲା ବାର୍ । ଧୂଆଁମୟ ହୋଇଗଲା ସାରା ଅଞ୍ଚଳ। ନିଆଁକୁ ଦେଖି ସ୍ଥାନୀୟ ଲୋକମାନେ ଆତଙ୍କିତ ହୋଇ ପଡ଼ିଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଦୀର୍ଘ ସମୟ ପରେ ନିଆଁ ଲିଭାଇବାରେ ସଫଳ ହୋଇଥିଲା ଅଗ୍ନିଶମ ବାହିନୀ । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ବି ନିଆଁ ବ୍ୟାପିଯାଇଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ନିଆଁ କେମିତି ଲାଗିଲା ଜଣାପଡ଼ିନି, ହେଲେ ଜୋର ସେ ପବନ ବୋହୁଥିବା କାରଣରୁ ନିଆଁ ଅଧିକ ଲାଗିଥିଲା ।

ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ଗୋଆର ଏକ ପବରେ ଘଟିଥିଲା ଭୟାବହ ଅଗ୍ନିକାଣ୍ଡ । ଏହାପରେ ଓଡ଼ିଶାରେ ମଧ୍ୟ ବାର୍ ଓ ପବର ଅଗ୍ନି ନିରାପତ୍ତା ସାର୍ଟିଫିକେଟ ଯାଞ୍ଚ ପାଇଁ ନିର୍ଦ୍ଦେଶ ରହିଥିଲା । ନିଜେ ଏ ସମ୍ପର୍କରେ ଅଗ୍ନିଶମ ଡିଜି ସୂଚନା ଦେଇଥିଲେ । କିନ୍ତୁ ନିର୍ଦ୍ଦେଶ ପରେ ଆଜି ଏହି ଅଘଟଣ ଅଗ୍ନିଶମ ବିଭାଗ ପାଇଁ ଚ୍ୟଲେଞ୍ଜ ସୃଷ୍ଟି କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର