ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଧର୍ମଶାଳାର ପୂର୍ବତନ ବିଧାୟକଙ୍କ ଘରେ ପଶି ଭଙ୍ଗାରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣା; ନବୀନଙ୍କ ଦୃଢ଼ ନିନ୍ଦା

Deviprasad Mohanty Picture
Published On

ଭୁବନେଶ୍ବର:  ଯାଜପୁର ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

ସୋସିଆଲ ମିଡିଆରେ ସେ ପୋଷ୍ଟ କରିଛନ୍ତି, ଦିନ ଦ୍ବିପହରରେ ଏହି ଘଟଣା ଘଟିଥିଲେ ବି ପୋଲିସ ପ୍ରଶାସନ ତଥା ସରକାର ନିରବଦ୍ରଷ୍ଟା ସାଜିବା ଏବଂ ଏପର୍ଯ୍ୟନ୍ତ କାହା ଉପରେ ବି କାର୍ଯ୍ୟାନୁଷ୍ଠାନ ନ ନେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ରାଜ୍ୟରେ ଅରାଜକତା ଓ ଗୁଣ୍ଡାରାଜକୁ ପ୍ରସୟ ଦେଇ ବିଜେପି ସରକାର କ’ଣ ଦର୍ଶାଇବାକୁ ଚାହୁଁଛନ୍ତି? ଶାନ୍ତିପ୍ରିୟ ଓଡ଼ିଶାବାସୀ ଏହାକୁ କଦାପି ଗ୍ରହଣ କରିବେ ନାହିଁ। ତୁରନ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି କରିଛନ୍ତି ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ଦଶପଲ୍ଲା ବିଡିଓଙ୍କ ଗାଡ଼ି ଉପରକୁ ପଥର ମାଡ଼, ଅଳ୍ପକେ ବର୍ତ୍ତିଲେ ଅଧିକାରୀ

15 Dec 2025 By Deviprasad Mohanty

ଧର୍ମଶାଳାର ପୂର୍ବତନ ବିଧାୟକଙ୍କ ଘରେ ପଶି ଭଙ୍ଗାରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣା; ନବୀନଙ୍କ ଦୃଢ଼ ନିନ୍ଦା

ଭୁବନେଶ୍ବର:  ଯାଜପୁର ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ।

ସୋସିଆଲ ମିଡିଆରେ ସେ ପୋଷ୍ଟ କରିଛନ୍ତି, ଦିନ ଦ୍ବିପହରରେ ଏହି ଘଟଣା ଘଟିଥିଲେ ବି ପୋଲିସ ପ୍ରଶାସନ ତଥା ସରକାର ନିରବଦ୍ରଷ୍ଟା ସାଜିବା ଏବଂ ଏପର୍ଯ୍ୟନ୍ତ କାହା ଉପରେ ବି କାର୍ଯ୍ୟାନୁଷ୍ଠାନ ନ ନେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ରାଜ୍ୟରେ ଅରାଜକତା ଓ ଗୁଣ୍ଡାରାଜକୁ ପ୍ରସୟ ଦେଇ ବିଜେପି ସରକାର କ’ଣ ଦର୍ଶାଇବାକୁ ଚାହୁଁଛନ୍ତି? ଶାନ୍ତିପ୍ରିୟ ଓଡ଼ିଶାବାସୀ ଏହାକୁ କଦାପି ଗ୍ରହଣ କରିବେ ନାହିଁ। ତୁରନ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି କରିଛନ୍ତି ନବୀନ ପଟ୍ଟନାୟକ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର