ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟର ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

Madhusudan Das Picture
Published On

ଜଗତସିଂହପୁର: ଫରେଷ୍ଟର ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ରାଜେନ୍ଦ୍ରଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ଏକ କାଳୀନ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ରେଡ୍ ବେଳେ ବର୍ତ୍ତମାନ ସୁଦ୍ଧା ନଗଦ ୩ଲକ୍ଷ ଟଙ୍କା ସହିତ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, ବ୍ୟାଙ୍କ ପାସ ବୁକ, ସୁନା ଗହଣା ଜବତ ହୋଇଛି। ଏବେ ବି ଚଢ଼ାଉ ଜାରି ରହିଛି। ଭିଜିଲାନ୍ସର ୪ଟି ଟିମ ବଢ଼ାଉରେ ସାମିଲ ଅଛନ୍ତି । 

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

20 Dec 2025 By Madhusudan Das

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟର ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଜଗତସିଂହପୁର: ଫରେଷ୍ଟର ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ରାଜେନ୍ଦ୍ରଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ଏକ କାଳୀନ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ରେଡ୍ ବେଳେ ବର୍ତ୍ତମାନ ସୁଦ୍ଧା ନଗଦ ୩ଲକ୍ଷ ଟଙ୍କା ସହିତ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, ବ୍ୟାଙ୍କ ପାସ ବୁକ, ସୁନା ଗହଣା ଜବତ ହୋଇଛି। ଏବେ ବି ଚଢ଼ାଉ ଜାରି ରହିଛି। ଭିଜିଲାନ୍ସର ୪ଟି ଟିମ ବଢ଼ାଉରେ ସାମିଲ ଅଛନ୍ତି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର