ପିକନିକ୍ ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି; ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରିବାକୁ ଗୁରୁତ୍ବ

Madhusudan Das Picture
Published On

ଭୁବନେଶ୍ୱର: ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ବାଣିଜ୍ୟ ଓ ପରିବହନ ବିଭାଗ । ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରିବାକୁ ମାର୍ଗଦର୍ଶିକାରେ ଗୁରୁତ୍ବ । ମଦ୍ୟପାନଜନିତ ଦୁର୍ଘଟଣା ରୋକିବାକୁ ପର୍ଯ୍ୟଟକଙ୍କ ବ୍ରେଥ୍ ଆନାଲାଇଜର ଟେଷ୍ଟ । ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ । ଓଭରଲୋଡିଂ, ଅସୁରକ୍ଷିତ ପରିବହନ, ଯାନର ବେଆଇନ୍ ବ୍ୟବହାର କଲେ ଆକ୍ସନ ନିଆଯିବ । ପ୍ରମୁଖ ବଣଭୋଜି ସ୍ଥଳରେ ମୁତୟନ ହେବେ ସ୍ବତନ୍ତ୍ର ଏନ୍‌ଫୋର୍ସମେଣ୍ଟ ଟିମ୍ । ପିକନିକ୍‌ ସ୍ପଟ୍‌ର ପ୍ରବେଶ ଓ ପ୍ରସ୍ଥାନ ପଥରେ ଯାଞ୍ଚ କରାଯିବ । ପିକନିକ୍ ବାହାରୁଥିବା ଗାଡ଼ିଗୁଡ଼ିକ RTOଙ୍କ ଠାରୁ ପରମିଟ୍ ନେବା ଆବଶ୍ୟକ । ପିକନିକ୍ ଯାଉଥିବା ଗାଡ଼ିରେ ସମସ୍ତ ଡକ୍ୟୁମେଣ୍ଟ ରହିବା ଜରୁରୀ । କୁହୁଡ଼ିକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ସଚେତନତା ଗ୍ରହଣ କରାଯିବ । 

ଆହୁରି ପଢ଼ନ୍ତୁ: ଆଜି ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା: ସାଢେ଼ ୨ଟାରେ ହେବ ରଥ ଟଣା

30 Dec 2025 By Madhusudan Das

ପିକନିକ୍ ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି; ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରିବାକୁ ଗୁରୁତ୍ବ

ଭୁବନେଶ୍ୱର: ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ବାଣିଜ୍ୟ ଓ ପରିବହନ ବିଭାଗ । ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରିବାକୁ ମାର୍ଗଦର୍ଶିକାରେ ଗୁରୁତ୍ବ । ମଦ୍ୟପାନଜନିତ ଦୁର୍ଘଟଣା ରୋକିବାକୁ ପର୍ଯ୍ୟଟକଙ୍କ ବ୍ରେଥ୍ ଆନାଲାଇଜର ଟେଷ୍ଟ । ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ । ଓଭରଲୋଡିଂ, ଅସୁରକ୍ଷିତ ପରିବହନ, ଯାନର ବେଆଇନ୍ ବ୍ୟବହାର କଲେ ଆକ୍ସନ ନିଆଯିବ । ପ୍ରମୁଖ ବଣଭୋଜି ସ୍ଥଳରେ ମୁତୟନ ହେବେ ସ୍ବତନ୍ତ୍ର ଏନ୍‌ଫୋର୍ସମେଣ୍ଟ ଟିମ୍ । ପିକନିକ୍‌ ସ୍ପଟ୍‌ର ପ୍ରବେଶ ଓ ପ୍ରସ୍ଥାନ ପଥରେ ଯାଞ୍ଚ କରାଯିବ । ପିକନିକ୍ ବାହାରୁଥିବା ଗାଡ଼ିଗୁଡ଼ିକ RTOଙ୍କ ଠାରୁ ପରମିଟ୍ ନେବା ଆବଶ୍ୟକ । ପିକନିକ୍ ଯାଉଥିବା ଗାଡ଼ିରେ ସମସ୍ତ ଡକ୍ୟୁମେଣ୍ଟ ରହିବା ଜରୁରୀ । କୁହୁଡ଼ିକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ସଚେତନତା ଗ୍ରହଣ କରାଯିବ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର