ଭାରତୀୟ ହକି ଦଳରେ ଥିବା ଦୁଇ ଓଡ଼ିଆ ଖେଳାଳିଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ୍‌ର ଦମଦାର ବିଜୟ । ବ୍ରୋଞ୍ଜ ପଦକ ହାତେଇଛି ଭାରତୀୟ ହକି ଦଳ । ଟିମରେ ଥିବା ଓଡିଆ ଖେଳାଳିଙ୍କ ପାଇଁ ରାଜ୍ୟ ଗର୍ବିତ । ଭାରତର ଐତିହାସିକ ବିଜୟ ପରେ ଦୁଇ ପରିବାର ସହ ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସ ଜରିଆରେ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ପୁଅ ପାଇଁ ଓଡ଼ିଶା ସହ ସାରା ଦେଶ ଗର୍ବିତ । ଅମିତ ରୋହିଦାସଙ୍କ ପରିବାର ସହ କଥା ହେଲେ […]

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ୍‌ର ଦମଦାର ବିଜୟ । ବ୍ରୋଞ୍ଜ ପଦକ ହାତେଇଛି ଭାରତୀୟ ହକି ଦଳ । ଟିମରେ ଥିବା ଓଡିଆ ଖେଳାଳିଙ୍କ ପାଇଁ ରାଜ୍ୟ ଗର୍ବିତ । ଭାରତର ଐତିହାସିକ ବିଜୟ ପରେ ଦୁଇ ପରିବାର ସହ ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସ ଜରିଆରେ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ପୁଅ ପାଇଁ ଓଡ଼ିଶା ସହ ସାରା ଦେଶ ଗର୍ବିତ । ଅମିତ ରୋହିଦାସଙ୍କ ପରିବାର ସହ କଥା ହେଲେ ନବୀନ । ଅମିତଙ୍କ ଭାଇ ଓ ମା’ଙ୍କ ସହ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନ୍ସିଂରେ ପରିବାର ସହ କଥା ହୋଇ ବଧେଇ ଜଣାଇଲେ ନବୀନ ।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ଅମିତଙ୍କ ପରିବାର ଖୁବ୍ ଖୁସି ଥିବା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିବା ବେଳେ ଅମିତ ଖୁବ ଭଲ ପ୍ରଦର୍ଶନ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ବୀରେନ୍ଦ୍ର ଲାକ୍ରାଙ୍କ ପରିବାର ସହ ମଧ୍ୟ ଖୁସି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ତାଙ୍କ ମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ । ଲାଠିକଟା ବ୍ଲକ କାର୍ଯ୍ୟାଳୟରୁ ବିରେନ୍ଦ୍ର ଲାକ୍ରା ଙ୍କ ପରିବାର ସହ ମୁଖ୍ୟମନ୍ତ୍ରୀ ଭିସି ଜରିଆରେ କଥାବାର୍ତ୍ତା ହୋଇଥିଲେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

05 Aug 2021 By The Sakala

ଭାରତୀୟ ହକି ଦଳରେ ଥିବା ଦୁଇ ଓଡ଼ିଆ ଖେଳାଳିଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ୍‌ର ଦମଦାର ବିଜୟ । ବ୍ରୋଞ୍ଜ ପଦକ ହାତେଇଛି ଭାରତୀୟ ହକି ଦଳ । ଟିମରେ ଥିବା ଓଡିଆ ଖେଳାଳିଙ୍କ ପାଇଁ ରାଜ୍ୟ ଗର୍ବିତ । ଭାରତର ଐତିହାସିକ ବିଜୟ ପରେ ଦୁଇ ପରିବାର ସହ ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସ ଜରିଆରେ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ପୁଅ ପାଇଁ ଓଡ଼ିଶା ସହ ସାରା ଦେଶ ଗର୍ବିତ । ଅମିତ ରୋହିଦାସଙ୍କ ପରିବାର ସହ କଥା ହେଲେ ନବୀନ । ଅମିତଙ୍କ ଭାଇ ଓ ମା’ଙ୍କ ସହ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନ୍ସିଂରେ ପରିବାର ସହ କଥା ହୋଇ ବଧେଇ ଜଣାଇଲେ ନବୀନ ।

ଅମିତଙ୍କ ପରିବାର ଖୁବ୍ ଖୁସି ଥିବା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିବା ବେଳେ ଅମିତ ଖୁବ ଭଲ ପ୍ରଦର୍ଶନ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ବୀରେନ୍ଦ୍ର ଲାକ୍ରାଙ୍କ ପରିବାର ସହ ମଧ୍ୟ ଖୁସି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ତାଙ୍କ ମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ । ଲାଠିକଟା ବ୍ଲକ କାର୍ଯ୍ୟାଳୟରୁ ବିରେନ୍ଦ୍ର ଲାକ୍ରା ଙ୍କ ପରିବାର ସହ ମୁଖ୍ୟମନ୍ତ୍ରୀ ଭିସି ଜରିଆରେ କଥାବାର୍ତ୍ତା ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର