କଟକ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲା କୋର୍ଟରେ ବୋମା ଆତଙ୍କ ! ଆସିଛି ଧମକପୂର୍ଣ୍ଣ ଇ-ମେଲ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ କୋର୍ଟକୁ ବୋମା ଧମକ । କଟକ, ସମ୍ବଲପୁର ଓ ଦେବଗଡ଼ କୋର୍ଟରେ ବୋମା ଆତଙ୍କ । କୋର୍ଟକୁ ବୋମାରେ ଉଡାଇଦେବାକୁ ଆସିଛି ଧମକପୂର୍ଣ୍ଣ ଇ-ମେଲ । କିଛି ସମୟରେ କୋର୍ଟ ପରିସରରେ ବିସ୍ଫୋରଣ ହେବା ନେଇ ଅଜ୍ଞାତ ବ୍ୟକ୍ତି ଧମକ ଦେଇଥିବା ସୂଚନା । ଧମକପୂର୍ଣ୍ଣ ଇ-ମେଲ ମିଳିବା ପରେ କାର୍ଯ୍ୟ ବନ୍ଦ ସହ କୋର୍ଟ ପରିସର ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ କର୍ମଚାରୀ, ଓକିଲ ଓ ମହକିଲ କୋର୍ଟ ପରିସରରୁ ବାହାରି ଆସିଛନ୍ତି। ସମସ୍ତ କୋର୍ଟ ପରିସରରେ ଆଣ୍ଟି ବମ୍ ସ୍କ୍ଵାଡ୍ ସହ ପୁଲିସ ମୁତୟନ ହୋଇଛନ୍ତି। ଘଟଣାସ୍ଥଳରେ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଛାନଭିନ୍ କରୁଛି ଟିମ୍ ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

08 Jan 2026 By Madhusudan Das

କଟକ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲା କୋର୍ଟରେ ବୋମା ଆତଙ୍କ ! ଆସିଛି ଧମକପୂର୍ଣ୍ଣ ଇ-ମେଲ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ କୋର୍ଟକୁ ବୋମା ଧମକ । କଟକ, ସମ୍ବଲପୁର ଓ ଦେବଗଡ଼ କୋର୍ଟରେ ବୋମା ଆତଙ୍କ । କୋର୍ଟକୁ ବୋମାରେ ଉଡାଇଦେବାକୁ ଆସିଛି ଧମକପୂର୍ଣ୍ଣ ଇ-ମେଲ । କିଛି ସମୟରେ କୋର୍ଟ ପରିସରରେ ବିସ୍ଫୋରଣ ହେବା ନେଇ ଅଜ୍ଞାତ ବ୍ୟକ୍ତି ଧମକ ଦେଇଥିବା ସୂଚନା । ଧମକପୂର୍ଣ୍ଣ ଇ-ମେଲ ମିଳିବା ପରେ କାର୍ଯ୍ୟ ବନ୍ଦ ସହ କୋର୍ଟ ପରିସର ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ କର୍ମଚାରୀ, ଓକିଲ ଓ ମହକିଲ କୋର୍ଟ ପରିସରରୁ ବାହାରି ଆସିଛନ୍ତି। ସମସ୍ତ କୋର୍ଟ ପରିସରରେ ଆଣ୍ଟି ବମ୍ ସ୍କ୍ଵାଡ୍ ସହ ପୁଲିସ ମୁତୟନ ହୋଇଛନ୍ତି। ଘଟଣାସ୍ଥଳରେ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଛାନଭିନ୍ କରୁଛି ଟିମ୍ ।

https://www.thesakala.in/latest-odisha-news/bomb-threats-to-various-district-courts-of-odisha/article-43978
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର