ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ସାମୂହିକ 'ବନ୍ଦେ ମାତରମ୍‌' ଗାନ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ଶୁଭିଲା ବନ୍ଦେ ମାତରମ୍‌ ଗାନ । 'ବନ୍ଦେ ମାତରମ୍‌'ର ୧୫୦ତମ ବାର୍ଷିକୀ ଅବସରରେ ସାମୂହିକ ଗାନ କଲେ ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଶିକ୍ଷୟିତ୍ରୀ । ସୋମବାର ଦିନ ୧୧ଟା ସମୟରେ ସମସ୍ତେ ଏକାଠି ହୋଇ ଗାଇଛନ୍ତି ବନ୍ଦେ ମାତରମ୍ । ବନ୍ଦେ ମାତରମ ସଙ୍ଗୀତର ୧୫୦ ତମ ଶତବର୍ଷିକୀ ପାଳନ କରାଯାଉଛି । ଏହି ଅବସରରେ ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ‘ବନ୍ଦେ ମାତରମ୍’ ଗାନ କରାଯାଇଛି। ଛାତ୍ରଛାତ୍ରୀ ଏକାଠି ହୋଇ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ୱଦେଶୀ ସଂକଳ୍ପ ପାଠ କରିଛନ୍ତି। ସେହିଭଳି ସମସ୍ତ ସ୍କୁଲରେ ଜାତୀୟ ଯୁବ ଦିବସ ପାଳନ କରାଯାଇଛି। ଏହି ଦିବସ ପାଳନ ଲାଗି ପୂର୍ବରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ, ଗଣଶିକ୍ଷା ଏବଂ ଉଚ୍ଚ ଶିକ୍ଷା ବିଭାଗକୁ ଚିଠି କରିଥିଲା।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

12 Jan 2026 By Madhusudan Das

ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ସାମୂହିକ 'ବନ୍ଦେ ମାତରମ୍‌' ଗାନ

ଭୁବନେଶ୍ୱର: ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ଶୁଭିଲା ବନ୍ଦେ ମାତରମ୍‌ ଗାନ । 'ବନ୍ଦେ ମାତରମ୍‌'ର ୧୫୦ତମ ବାର୍ଷିକୀ ଅବସରରେ ସାମୂହିକ ଗାନ କଲେ ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଶିକ୍ଷୟିତ୍ରୀ । ସୋମବାର ଦିନ ୧୧ଟା ସମୟରେ ସମସ୍ତେ ଏକାଠି ହୋଇ ଗାଇଛନ୍ତି ବନ୍ଦେ ମାତରମ୍ । ବନ୍ଦେ ମାତରମ ସଙ୍ଗୀତର ୧୫୦ ତମ ଶତବର୍ଷିକୀ ପାଳନ କରାଯାଉଛି । ଏହି ଅବସରରେ ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ‘ବନ୍ଦେ ମାତରମ୍’ ଗାନ କରାଯାଇଛି। ଛାତ୍ରଛାତ୍ରୀ ଏକାଠି ହୋଇ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ୱଦେଶୀ ସଂକଳ୍ପ ପାଠ କରିଛନ୍ତି। ସେହିଭଳି ସମସ୍ତ ସ୍କୁଲରେ ଜାତୀୟ ଯୁବ ଦିବସ ପାଳନ କରାଯାଇଛି। ଏହି ଦିବସ ପାଳନ ଲାଗି ପୂର୍ବରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ, ଗଣଶିକ୍ଷା ଏବଂ ଉଚ୍ଚ ଶିକ୍ଷା ବିଭାଗକୁ ଚିଠି କରିଥିଲା।

https://www.thesakala.in/latest-odisha-news/odishas-all-educational-institutions-celebrate-150th-anniversary-of-vande-mataram-with-mass-singing/article-44038
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର