ଝାରସୁଗୁଡ଼ା ରେଲୱେ ଷ୍ଟେସନରେ ଅଗ୍ନିକାଣ୍ଡ, ଏସିରୁ ସର୍ଟସର୍କିଟ ହୋଇ ନିଆଁ ଲାଗିଥିବା ଅନୁମାନ
ଝାରସୁଗୁଡା: ଝାରସୁଗୁଡା ରେଳ ଷ୍ଟେସନରେ ଲାଗିଲା ନିଆଁ । ଷ୍ଟେସନ ମାଷ୍ଟରଙ୍କ କ୍ୟାବିନ୍ରେ ନିଆଁ ଲାଗିଥିବା ସୂଚନା । ଏସିରୁ ସର୍ଟ ସର୍କିଟ ହୋଇ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି ।ସେପଟେ ଭୟବିତ ନ ହେବା ପାଇଁ ରେଲୱେ ବିଭାଗ ତରଫରୁ କୁହାଯାଇଛି।
13 Jan 2026
By Madhusudan Das

https://www.thesakala.in/latest-odisha-news/fire-breaks-out-at-jharsuguda-railway-station/article-44056