ଫେବ୍ରୁଆରି ୨ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ
ଭୁବନେଶ୍ୱର: ଫେବ୍ରୁଆରି ମାସରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବ୍ରୁଆରି ୨ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୨ତାରିଖରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି । ୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ ।
22 Jan 2026
By Madhusudan Das

https://www.thesakala.in/latest-odisha-news/president-draupadi-murmu-to-visit-odisha-in-february/article-44171