ଡିଜିଟାଲ ହେଲା ଶକ୍ତି ବିଭାଗ, ଲୋକଙ୍କ ହାତପାହନ୍ତାରେ ପହଞ୍ଚିବ ସେବା- ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଶକ୍ତି ବିଭାଗର ଅନଲାଇନ ସେବାର ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନଲାଇନ ସେବାର ଶୁଭାରମ୍ଭ କରିଛନ୍ତି । ୫ଟି  କାର୍ଯ୍ଯକ୍ରମ ଅଧିନରେ ୯ଟି ସେବା ଅନଲାଇନରେ ଉପଲବ୍ଧ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସବୁ କ୍ଷେତ୍ରରେ ରୂପାନ୍ତରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ଅନଲାଇନ ସେବା ଦ୍ୱାରା ଶିଳ୍ପାନୁଷ୍ଠାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଉପକୃତ ହେବେ । ଡିଜିଟାଲ ରୂପାନ୍ତରଣରେ ଲୋକଙ୍କୁ ସଶକ୍ତ କରିବା ଲକ୍ଷ୍ୟରେ ଅନଲାଇନ ସେବାର ଗୁରୁତ୍ବପୂର୍ଣ୍ଣ ଭୂମିକା […]

ଭୁବନେଶ୍ୱର: ଶକ୍ତି ବିଭାଗର ଅନଲାଇନ ସେବାର ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନଲାଇନ ସେବାର ଶୁଭାରମ୍ଭ କରିଛନ୍ତି । ୫ଟି  କାର୍ଯ୍ଯକ୍ରମ ଅଧିନରେ ୯ଟି ସେବା ଅନଲାଇନରେ ଉପଲବ୍ଧ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସବୁ କ୍ଷେତ୍ରରେ ରୂପାନ୍ତରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ଅନଲାଇନ ସେବା ଦ୍ୱାରା ଶିଳ୍ପାନୁଷ୍ଠାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଉପକୃତ ହେବେ । ଡିଜିଟାଲ ରୂପାନ୍ତରଣରେ ଲୋକଙ୍କୁ ସଶକ୍ତ କରିବା ଲକ୍ଷ୍ୟରେ ଅନଲାଇନ ସେବାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସାଧାରଣ ଲୋକଙ୍କ ହାତପାହାନ୍ତାରେ ପହଞ୍ଚିପାରିବ ସେବା ।

ଆହୁରି ପଢ଼ନ୍ତୁ: କେବଳ ଅନ୍ତର୍ଜାତୀୟ ମହିଳା ଦିବସ ନୁହେଁ ମହିଳାମାନଙ୍କୁ ପ୍ରତ୍ୟେକ ଦିନ ସମ୍ମାନ ଦିଆଯିବା ଦରକାର: ଶୁଭାଶିଷ୍‌

ଏଣିକି ଅନଲାଇନରେ ବୈଦ୍ୟୁତିକ ଲାଇସେନ୍ସ ଆବେଦନ ଓ ନବୀକରଣ କରାଯିବ। ସେହିପରି ଇଲେକ୍ଟ୍ରିକାଲ ଡ୍ରଇଁକୁ ଅନୁମତି , ଜରୁରୀକାଳୀନ ଅନୁଧ୍ୟାନ ରିପୋର୍ଟ , ସ୍ବଲ୍ପକାଳୀନ ଲାଇସେନ୍ନ ପ୍ରଦାନ ଆଦି ବ୍ୟବସ୍ଥା ଅନଲାଇନ ଯୋଗେ ହୋଇପାରିବ । କାର୍ଯ୍ଯକ୍ରମରେ ସାମିଲ ହୋଇ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶକ୍ତି ବିଭାଗର ବିଭିନ୍ନ ଯୋଜନା ଓ ଉପଲବ୍ଧି ସଂପର୍କରେ ଆଲୋକପାତ କରିଥିଲେ। କାର୍ଯ୍ଯକ୍ରମକୁ ୫ଟି ସଚିବ ଭି.କେ ପାଣ୍ଡିଆନ ପରିଚାଳନା କରିଥିବା ବେଳେ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି. କେ ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

06 Aug 2021 By The Sakala

ଡିଜିଟାଲ ହେଲା ଶକ୍ତି ବିଭାଗ, ଲୋକଙ୍କ ହାତପାହନ୍ତାରେ ପହଞ୍ଚିବ ସେବା- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶକ୍ତି ବିଭାଗର ଅନଲାଇନ ସେବାର ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନଲାଇନ ସେବାର ଶୁଭାରମ୍ଭ କରିଛନ୍ତି । ୫ଟି  କାର୍ଯ୍ଯକ୍ରମ ଅଧିନରେ ୯ଟି ସେବା ଅନଲାଇନରେ ଉପଲବ୍ଧ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସବୁ କ୍ଷେତ୍ରରେ ରୂପାନ୍ତରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ଅନଲାଇନ ସେବା ଦ୍ୱାରା ଶିଳ୍ପାନୁଷ୍ଠାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଉପକୃତ ହେବେ । ଡିଜିଟାଲ ରୂପାନ୍ତରଣରେ ଲୋକଙ୍କୁ ସଶକ୍ତ କରିବା ଲକ୍ଷ୍ୟରେ ଅନଲାଇନ ସେବାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସାଧାରଣ ଲୋକଙ୍କ ହାତପାହାନ୍ତାରେ ପହଞ୍ଚିପାରିବ ସେବା ।

ଏଣିକି ଅନଲାଇନରେ ବୈଦ୍ୟୁତିକ ଲାଇସେନ୍ସ ଆବେଦନ ଓ ନବୀକରଣ କରାଯିବ। ସେହିପରି ଇଲେକ୍ଟ୍ରିକାଲ ଡ୍ରଇଁକୁ ଅନୁମତି , ଜରୁରୀକାଳୀନ ଅନୁଧ୍ୟାନ ରିପୋର୍ଟ , ସ୍ବଲ୍ପକାଳୀନ ଲାଇସେନ୍ନ ପ୍ରଦାନ ଆଦି ବ୍ୟବସ୍ଥା ଅନଲାଇନ ଯୋଗେ ହୋଇପାରିବ । କାର୍ଯ୍ଯକ୍ରମରେ ସାମିଲ ହୋଇ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶକ୍ତି ବିଭାଗର ବିଭିନ୍ନ ଯୋଜନା ଓ ଉପଲବ୍ଧି ସଂପର୍କରେ ଆଲୋକପାତ କରିଥିଲେ। କାର୍ଯ୍ଯକ୍ରମକୁ ୫ଟି ସଚିବ ଭି.କେ ପାଣ୍ଡିଆନ ପରିଚାଳନା କରିଥିବା ବେଳେ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି. କେ ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

https://www.thesakala.in/latest-odisha-news/cm-naveen-patnaik-launches-online-services-of-energy-department/article-4426
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର