ଭିଜିଲାନ୍ସ ଜାଲରେ ବଲାଙ୍ଗିର ପୁଇଁତଳା ବ୍ଲକର ବରିଷ୍ଠ କିରାଣୀ

The Sakala Picture
Published On

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ପୁଇଁତଳା ବ୍ଲକର ବରିଷ୍ଠ କିରାଣୀ । ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପୁଇଁତଳା ବ୍ଲକର ବରିଷ୍ଠ କିରାଣୀ ରବିନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବଲାଙ୍ଗିରସ୍ଥିତ ତାଙ୍କ ବାସଭବନ ସମେତ ମୋଟ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢାଉ ଜାରି ରଖିଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

07 Aug 2021 By The Sakala

ଭିଜିଲାନ୍ସ ଜାଲରେ ବଲାଙ୍ଗିର ପୁଇଁତଳା ବ୍ଲକର ବରିଷ୍ଠ କିରାଣୀ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ପୁଇଁତଳା ବ୍ଲକର ବରିଷ୍ଠ କିରାଣୀ । ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପୁଇଁତଳା ବ୍ଲକର ବରିଷ୍ଠ କିରାଣୀ ରବିନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବଲାଙ୍ଗିରସ୍ଥିତ ତାଙ୍କ ବାସଭବନ ସମେତ ମୋଟ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢାଉ ଜାରି ରଖିଥିବା ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର