ରାଜ୍ୟରେ ଅଗଷ୍ଟ୧୪ରୁ ୧୬ ମଧ୍ୟରେ ଆରମ୍ଭ ହେବ ଯୁକ୍ତ ଦୁଇ ନାମ ଲେଖା ପ୍ରକ୍ରିୟା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଅଗଷ୍ଟ ୧୪ରୁ ୧୬ ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଗତ ବର୍ଷ ଅଗଷ୍ଟ ୨୧ରେ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ସପ୍ତାହକ ପୂର୍ବରୁ ଆରମ୍ଭ ହେବ । ଏଥର ୫୫ହଜାରରୁ ଅଧିକ ସିଟ୍‌ ବୃଦ୍ଧି ପାଇଁ ଆବେଦନ ହୋଇଛି । ତେବେ ବିଜ୍ଞାନ ପାଇଁ ଲାବରେଟୋରୀ ସମସ୍ୟା ହୋଇପାରେ । ତେଣୁ ଏ ସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି । […]

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଅଗଷ୍ଟ ୧୪ରୁ ୧୬ ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଗତ ବର୍ଷ ଅଗଷ୍ଟ ୨୧ରେ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ସପ୍ତାହକ ପୂର୍ବରୁ ଆରମ୍ଭ ହେବ । ଏଥର ୫୫ହଜାରରୁ ଅଧିକ ସିଟ୍‌ ବୃଦ୍ଧି ପାଇଁ ଆବେଦନ ହୋଇଛି । ତେବେ ବିଜ୍ଞାନ ପାଇଁ ଲାବରେଟୋରୀ ସମସ୍ୟା ହୋଇପାରେ । ତେଣୁ ଏ ସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି । ଗତକାଲି ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏ ନେଇ ବୈଠକ ବସିଥିଲା । ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଞ୍ଚ ହେଉଛି । ସେମାନେ ଲାବରେଟୋରୀ ସୁବିଧା କେତେ ଯୋଗାଇ ପାରିବେ, ତାହାର ଅନୁଧ୍ୟାନ ଚାଲିଛି । ଆବେଦନ ପୂର୍ବରୁ କେତେ ସିଟ ବଢ଼ିଲା, SAMS ୱେବସାଇଟରେ ତଥ୍ୟ ଉପଲବ୍ଧ ହେବ ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

07 Aug 2021 By The Sakala

ରାଜ୍ୟରେ ଅଗଷ୍ଟ୧୪ରୁ ୧୬ ମଧ୍ୟରେ ଆରମ୍ଭ ହେବ ଯୁକ୍ତ ଦୁଇ ନାମ ଲେଖା ପ୍ରକ୍ରିୟା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଅଗଷ୍ଟ ୧୪ରୁ ୧୬ ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଗତ ବର୍ଷ ଅଗଷ୍ଟ ୨୧ରେ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ସପ୍ତାହକ ପୂର୍ବରୁ ଆରମ୍ଭ ହେବ । ଏଥର ୫୫ହଜାରରୁ ଅଧିକ ସିଟ୍‌ ବୃଦ୍ଧି ପାଇଁ ଆବେଦନ ହୋଇଛି । ତେବେ ବିଜ୍ଞାନ ପାଇଁ ଲାବରେଟୋରୀ ସମସ୍ୟା ହୋଇପାରେ । ତେଣୁ ଏ ସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି । ଗତକାଲି ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏ ନେଇ ବୈଠକ ବସିଥିଲା । ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଞ୍ଚ ହେଉଛି । ସେମାନେ ଲାବରେଟୋରୀ ସୁବିଧା କେତେ ଯୋଗାଇ ପାରିବେ, ତାହାର ଅନୁଧ୍ୟାନ ଚାଲିଛି । ଆବେଦନ ପୂର୍ବରୁ କେତେ ସିଟ ବଢ଼ିଲା, SAMS ୱେବସାଇଟରେ ତଥ୍ୟ ଉପଲବ୍ଧ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର