ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଲମାରୀ ବୋଝେଇ ଗାଡ଼ିରୁ ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

The Sakala Picture
Published On

କୋରାପୁଟ: ପୋଲିସ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଯେତେପ୍ରକାର ପନ୍ଥା ଆପଣେଇଲେ ମଧ୍ୟ ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ କରୁଛନ୍ତି ଚାଲାଣକାରୀ । ଆଲମାରୀ ବୋଝେଇ ଗାଡ଼ିରୁ ୧୬୦ ପକେଟ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି କୋରାପୁଟ ପୋଲିସ । ପୋଲିସ ଆଖିରେ ଧୁଳି ଦେଇ ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ କରୁଥିଲେ ଗଞ୍ଜେଇ ବେପାରୀ । ସୂଚନା ଅନୁସାରେ, କୋରାପୁଟ ଜିଲ୍ଲା ବାଡେଲ ଅଞ୍ଚଳରୁ ଉତ୍ତରପ୍ରଦେଶକୁ ଗଞ୍ଜେଇ ଚାଲାଣ ହେଉଥିବା […]

କୋରାପୁଟ: ପୋଲିସ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଯେତେପ୍ରକାର ପନ୍ଥା ଆପଣେଇଲେ ମଧ୍ୟ ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ କରୁଛନ୍ତି ଚାଲାଣକାରୀ । ଆଲମାରୀ ବୋଝେଇ ଗାଡ଼ିରୁ ୧୬୦ ପକେଟ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି କୋରାପୁଟ ପୋଲିସ । ପୋଲିସ ଆଖିରେ ଧୁଳି ଦେଇ ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ କରୁଥିଲେ ଗଞ୍ଜେଇ ବେପାରୀ । ସୂଚନା ଅନୁସାରେ, କୋରାପୁଟ ଜିଲ୍ଲା ବାଡେଲ ଅଞ୍ଚଳରୁ ଉତ୍ତରପ୍ରଦେଶକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଲମତାପୁଟ ଓ ମାଛକୁଣ୍ଡ ପୋଲିସ ଖବର ପାଇ ଲମତାପୁଟ ଠାରୁ ୪ କିଲୋମିଟର ଦୂର ଚାଙ୍ଗୁଡ଼ିପଡା ଛକ ନିକଟରେ ନାକାବନ୍ଦୀ କରି ଆଲମାରୀ ବୋଝେଇ ଗାଡିରୁ ଗଞ୍ଜେଇ ଜବତ କରିଛି । ଜବତ ୮ଗୋଟି ଆଲମାରୀରୁ ବାହାରିଥିବା ୧୬୦ଟି ପକେଟରୁ ୮ଶହ ୯ କେଜି ୬୦୦ଗ୍ରାମ ଗଞ୍ଜେଇ ସହ ଉତ୍ତରପ୍ରଦେଶ ପଞ୍ଜିକୃତ ଗାଡି ଜବତ ହୋଇଛି । ଜବତ ଗଞ୍ଜେଇର ଆନୁମାନିକ ମୁଲ୍ୟ ୮୦ ଲକ୍ଷ ଟଙ୍କା ହେବ । ଏହି ମାମଲାରେ ମାଛକୁଣ୍ଡ ପୁଲିସ ଉତ୍ତରପ୍ରଦେଶ ଅଞ୍ଚଳର ଯଶବନ୍ତ ସିଂ ଓ ହରେନ୍ଦ୍ର ସିଂକୁ ଗିରଫ କରିଛି । ତାସହ ୨ଟିମୋବାଇଲ ଫୋନ ଓ ଆଧାର କାର୍ଡକୁ ମଧ୍ୟ ଜବତ କରିଛି ପୁଲିସ । ଏହି ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ନନ୍ଦପୁର SDPO ସଞ୍ଜୟ ମହାପାତ୍ର କହିଛନ୍ତି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

08 Aug 2021 By The Sakala

ଆଲମାରୀ ବୋଝେଇ ଗାଡ଼ିରୁ ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

କୋରାପୁଟ: ପୋଲିସ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଯେତେପ୍ରକାର ପନ୍ଥା ଆପଣେଇଲେ ମଧ୍ୟ ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ କରୁଛନ୍ତି ଚାଲାଣକାରୀ । ଆଲମାରୀ ବୋଝେଇ ଗାଡ଼ିରୁ ୧୬୦ ପକେଟ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି କୋରାପୁଟ ପୋଲିସ । ପୋଲିସ ଆଖିରେ ଧୁଳି ଦେଇ ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ କରୁଥିଲେ ଗଞ୍ଜେଇ ବେପାରୀ । ସୂଚନା ଅନୁସାରେ, କୋରାପୁଟ ଜିଲ୍ଲା ବାଡେଲ ଅଞ୍ଚଳରୁ ଉତ୍ତରପ୍ରଦେଶକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଲମତାପୁଟ ଓ ମାଛକୁଣ୍ଡ ପୋଲିସ ଖବର ପାଇ ଲମତାପୁଟ ଠାରୁ ୪ କିଲୋମିଟର ଦୂର ଚାଙ୍ଗୁଡ଼ିପଡା ଛକ ନିକଟରେ ନାକାବନ୍ଦୀ କରି ଆଲମାରୀ ବୋଝେଇ ଗାଡିରୁ ଗଞ୍ଜେଇ ଜବତ କରିଛି । ଜବତ ୮ଗୋଟି ଆଲମାରୀରୁ ବାହାରିଥିବା ୧୬୦ଟି ପକେଟରୁ ୮ଶହ ୯ କେଜି ୬୦୦ଗ୍ରାମ ଗଞ୍ଜେଇ ସହ ଉତ୍ତରପ୍ରଦେଶ ପଞ୍ଜିକୃତ ଗାଡି ଜବତ ହୋଇଛି । ଜବତ ଗଞ୍ଜେଇର ଆନୁମାନିକ ମୁଲ୍ୟ ୮୦ ଲକ୍ଷ ଟଙ୍କା ହେବ । ଏହି ମାମଲାରେ ମାଛକୁଣ୍ଡ ପୁଲିସ ଉତ୍ତରପ୍ରଦେଶ ଅଞ୍ଚଳର ଯଶବନ୍ତ ସିଂ ଓ ହରେନ୍ଦ୍ର ସିଂକୁ ଗିରଫ କରିଛି । ତାସହ ୨ଟିମୋବାଇଲ ଫୋନ ଓ ଆଧାର କାର୍ଡକୁ ମଧ୍ୟ ଜବତ କରିଛି ପୁଲିସ । ଏହି ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ନନ୍ଦପୁର SDPO ସଞ୍ଜୟ ମହାପାତ୍ର କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର