ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍ କଲା ବିଏମସି

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍ । କୋଭିଡ୍ ଗାଇଡଲାଇନ୍ ଉଲ୍ଲଙ୍ଘନ ଅଭିଯୋଗରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ୟୁନିଟ୍ ୪ ମାଛ ମାର୍କେଟ୍ ସିଲ୍ କଲା ବିଏମସି। ସଟଡାଉନରେ ମାଛ ଦୋକାନ ଓ ଗୋଦାମ ଖୋଲି ବେପାର ଚଳାଇଥିଲେ । ମାର୍କେଟ ସିଲ୍ ସରିବା ସହ ଦୋକାନୀ ଓ ଗୋଦାମ ମାଲିକଙ୍କ ଉପରେ ମୋଟା ଅଙ୍କର ଫାଇନ ଲଗାଇଛି ବିଏମସି । ଏହାପୂର୍ବରୁ ଅଗଷ୍ଟ ମାସରେ ନୂଆ ଗାଇଡ଼ଲାଇନ୍ ଆସିବା […]

ଭୁବନେଶ୍ୱର: ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍ । କୋଭିଡ୍ ଗାଇଡଲାଇନ୍ ଉଲ୍ଲଙ୍ଘନ ଅଭିଯୋଗରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ୟୁନିଟ୍ ୪ ମାଛ ମାର୍କେଟ୍ ସିଲ୍ କଲା ବିଏମସି। ସଟଡାଉନରେ ମାଛ ଦୋକାନ ଓ ଗୋଦାମ ଖୋଲି ବେପାର ଚଳାଇଥିଲେ । ମାର୍କେଟ ସିଲ୍ ସରିବା ସହ ଦୋକାନୀ ଓ ଗୋଦାମ ମାଲିକଙ୍କ ଉପରେ ମୋଟା ଅଙ୍କର ଫାଇନ ଲଗାଇଛି ବିଏମସି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

ଏହାପୂର୍ବରୁ ଅଗଷ୍ଟ ମାସରେ ନୂଆ ଗାଇଡ଼ଲାଇନ୍ ଆସିବା ପରେ ୨ଥର ଚେତାବନୀ ଦେଇଥିଲା BMC। ତେବେ ଚେତାଵନୀ ସତ୍ତ୍ଵେ ସଟଡାଉନ କଟକଣା ନମାନି ଦୋକାନ ଓ ଗୋଦାମ ଖୋଲୁଥିବାରୁ ଆଜି ବିଏମସି ଚଢାଉ କରି ମାର୍କେଟ୍ ସିଲ୍ କରିଛି ।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

08 Aug 2021 By The Sakala

ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍ କଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍ । କୋଭିଡ୍ ଗାଇଡଲାଇନ୍ ଉଲ୍ଲଙ୍ଘନ ଅଭିଯୋଗରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ୟୁନିଟ୍ ୪ ମାଛ ମାର୍କେଟ୍ ସିଲ୍ କଲା ବିଏମସି। ସଟଡାଉନରେ ମାଛ ଦୋକାନ ଓ ଗୋଦାମ ଖୋଲି ବେପାର ଚଳାଇଥିଲେ । ମାର୍କେଟ ସିଲ୍ ସରିବା ସହ ଦୋକାନୀ ଓ ଗୋଦାମ ମାଲିକଙ୍କ ଉପରେ ମୋଟା ଅଙ୍କର ଫାଇନ ଲଗାଇଛି ବିଏମସି ।

ଏହାପୂର୍ବରୁ ଅଗଷ୍ଟ ମାସରେ ନୂଆ ଗାଇଡ଼ଲାଇନ୍ ଆସିବା ପରେ ୨ଥର ଚେତାବନୀ ଦେଇଥିଲା BMC। ତେବେ ଚେତାଵନୀ ସତ୍ତ୍ଵେ ସଟଡାଉନ କଟକଣା ନମାନି ଦୋକାନ ଓ ଗୋଦାମ ଖୋଲୁଥିବାରୁ ଆଜି ବିଏମସି ଚଢାଉ କରି ମାର୍କେଟ୍ ସିଲ୍ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର