ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ, ଜଣେ ମୃତ ଦୁଇ ଗୁରୁତର

The Sakala Picture
Published On

ଆଠଗଡ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଘଟିଛି ଗୋଷ୍ଠୀ ସଙ୍ଘର୍ଷ । ଏହି ଗଣ୍ଡଗୋଳରେ ଜଣେ ପ୍ରାଣ ହରାଇଥିବାବେଳେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ କାଠଖୁଣ୍ଟ ଗାଁରେ । ସୂଚନା ଅନୁସାରେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ବିଳମ୍ବିତ ରାତିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ଗଣ୍ଡଗୋଳରେ ଭୂଜାଲି ମାଡ଼ରେ ଜଣେ ମହିଳାଙ୍କ […]

ଆଠଗଡ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଘଟିଛି ଗୋଷ୍ଠୀ ସଙ୍ଘର୍ଷ । ଏହି ଗଣ୍ଡଗୋଳରେ ଜଣେ ପ୍ରାଣ ହରାଇଥିବାବେଳେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ କାଠଖୁଣ୍ଟ ଗାଁରେ ।

ଆହୁରି ପଢ଼ନ୍ତୁ: ହିଟୱେଭ ପାଇଁ SOP: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟସ୍ଥଳୀ ନିର୍ମାଣ, ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣି ବ୍ୟବସ୍ଥା

ସୂଚନା ଅନୁସାରେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ବିଳମ୍ବିତ ରାତିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ଗଣ୍ଡଗୋଳରେ ଭୂଜାଲି ମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ଦୁଇ ଜଣ ଗୁରୁତର ଅଛନ୍ତି। ସେମାନଙ୍କୁ କଟକ ବଡ ଡାକ୍ତରଖାନାକୁ ପଠାଇ ଦିଆଯାଇଛି। ବାଦଲ ମହାଲିକ ନାମକ ଜଣେ ବ୍ୟକ୍ତିଙ୍କ ଭୂଜାଲି ମାଡରେ ଅନ୍ୟ ଏକ ପରିବାରର ବିନୋଦିନୀ ମହାଲିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଆକ୍ରମଣରେ ଆହତ ହୋଇଥିବା ବିରଞ୍ଚି ମହାଲିକ ଓ ତାଙ୍କ ପୁଅ ଆଲୋକ ମହାଲିକଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନରସିଂହପୁର ମେଡିକାଲକୁ ନିଆଯାଇଥଲା। ପରେ ଉଭୟଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଆଠଗଡ଼ ଏସଡିପିଓଙ୍କ ସହ ବଡମ୍ବା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅଭିଯୁକ୍ତ ବାଦଲକୁ ଧରିବା ପାଇଁ ପୋଲିସ ତଲାସି ଅଭିଯାନକୁ ଜୋରଦାର କରିଛି।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

09 Aug 2021 By The Sakala

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ, ଜଣେ ମୃତ ଦୁଇ ଗୁରୁତର

ଆଠଗଡ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଘଟିଛି ଗୋଷ୍ଠୀ ସଙ୍ଘର୍ଷ । ଏହି ଗଣ୍ଡଗୋଳରେ ଜଣେ ପ୍ରାଣ ହରାଇଥିବାବେଳେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ କାଠଖୁଣ୍ଟ ଗାଁରେ ।

ସୂଚନା ଅନୁସାରେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ବିଳମ୍ବିତ ରାତିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ଗଣ୍ଡଗୋଳରେ ଭୂଜାଲି ମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ଦୁଇ ଜଣ ଗୁରୁତର ଅଛନ୍ତି। ସେମାନଙ୍କୁ କଟକ ବଡ ଡାକ୍ତରଖାନାକୁ ପଠାଇ ଦିଆଯାଇଛି। ବାଦଲ ମହାଲିକ ନାମକ ଜଣେ ବ୍ୟକ୍ତିଙ୍କ ଭୂଜାଲି ମାଡରେ ଅନ୍ୟ ଏକ ପରିବାରର ବିନୋଦିନୀ ମହାଲିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଆକ୍ରମଣରେ ଆହତ ହୋଇଥିବା ବିରଞ୍ଚି ମହାଲିକ ଓ ତାଙ୍କ ପୁଅ ଆଲୋକ ମହାଲିକଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନରସିଂହପୁର ମେଡିକାଲକୁ ନିଆଯାଇଥଲା। ପରେ ଉଭୟଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଆଠଗଡ଼ ଏସଡିପିଓଙ୍କ ସହ ବଡମ୍ବା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅଭିଯୁକ୍ତ ବାଦଲକୁ ଧରିବା ପାଇଁ ପୋଲିସ ତଲାସି ଅଭିଯାନକୁ ଜୋରଦାର କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର