ବିଧାନସଭାରେ ରାଜ୍ୟ ବଜେଟ ୨୦୨୬-୨୭ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ବଜେଟ୍ ଆକାର ୩ଲକ୍ଷ ୧୦ହଜାର କୋଟି

Madhusudan Das Picture
Published On

ଭୁବନେଶ୍ୱର: ଏଥର ୩ ଲକ୍ଷ ୧୦ ହଜାର କୋଟିର ଓଡ଼ିଶା ବଜେଟ୍ । ବିଧାନସଭାରେ ରାଜ୍ୟ ବଜେଟ ୨୦୨୬-୨୭ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟ ସରକାର ଚଳିତ ବର୍ଷ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା ହୋଇଛି। ପଞ୍ଚାୟତିରାଜ ବିଭାଗ ପାଇଁ ୩୪ ହଜାର ୧୧୪.୧୪ କୋଟି ଏବଂ ୧୦୦ଟି ମଡେଲ ମଣ୍ଡି ପାଇଁ ବ୍ୟବସ୍ଥା ହୋଇଛି।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ବଜେଟରେ VB-G RAM G ପାଇଁ ୫୫୭୫ କୋଟି ଟଙ୍କା , ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା ପାଇଁ ୬୩୫ କୋଟି -୧୦୦ ସ୍ମାର୍ଟ ଫାର୍ମ ମାର୍କେଟ (ମଡେଲ୍ ମଣ୍ଡି) ପାଇଁ ୧୦୦ କୋଟି ,ବିଶ୍ବର ବୃହତ ଶସ୍ୟ ଷ୍ଟୋରେଜ୍ ଯୋଜନା ପାଇଁ ୨୪୦ କୋଟି , ରେୟାର ଆର୍ଥ କରିଡର୍ ପାଇଁ ୧୦ କୋଟି ଟଙ୍କା ,ରାଜ୍ୟ AI ମିଶନ ପାଇଁ ୨୩ କୋଟି  ଓ ଟୁରିଜିମ୍ ଲ୍ୟାଣ୍ଡ ବ୍ୟାଙ୍କ ସ୍କିମ୍ ବାବଦକୁ ୧୫୦ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି , ଶ୍ରୀଜଗନ୍ନାଥ ମନ୍ଦିର ପାଇଁ 'ସମର୍ପଣ' ନାଁରେ ଅନଲାଇନ୍ ଡିଜିଟାଲ ହୁଣ୍ଡି , ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କା ପ୍ରସ୍ତାବ ହୋଇଛି । 

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

20 Feb 2026 By Madhusudan Das

ବିଧାନସଭାରେ ରାଜ୍ୟ ବଜେଟ ୨୦୨୬-୨୭ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ବଜେଟ୍ ଆକାର ୩ଲକ୍ଷ ୧୦ହଜାର କୋଟି

ଭୁବନେଶ୍ୱର: ଏଥର ୩ ଲକ୍ଷ ୧୦ ହଜାର କୋଟିର ଓଡ଼ିଶା ବଜେଟ୍ । ବିଧାନସଭାରେ ରାଜ୍ୟ ବଜେଟ ୨୦୨୬-୨୭ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟ ସରକାର ଚଳିତ ବର୍ଷ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା ହୋଇଛି। ପଞ୍ଚାୟତିରାଜ ବିଭାଗ ପାଇଁ ୩୪ ହଜାର ୧୧୪.୧୪ କୋଟି ଏବଂ ୧୦୦ଟି ମଡେଲ ମଣ୍ଡି ପାଇଁ ବ୍ୟବସ୍ଥା ହୋଇଛି।

ବଜେଟରେ VB-G RAM G ପାଇଁ ୫୫୭୫ କୋଟି ଟଙ୍କା , ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା ପାଇଁ ୬୩୫ କୋଟି -୧୦୦ ସ୍ମାର୍ଟ ଫାର୍ମ ମାର୍କେଟ (ମଡେଲ୍ ମଣ୍ଡି) ପାଇଁ ୧୦୦ କୋଟି ,ବିଶ୍ବର ବୃହତ ଶସ୍ୟ ଷ୍ଟୋରେଜ୍ ଯୋଜନା ପାଇଁ ୨୪୦ କୋଟି , ରେୟାର ଆର୍ଥ କରିଡର୍ ପାଇଁ ୧୦ କୋଟି ଟଙ୍କା ,ରାଜ୍ୟ AI ମିଶନ ପାଇଁ ୨୩ କୋଟି  ଓ ଟୁରିଜିମ୍ ଲ୍ୟାଣ୍ଡ ବ୍ୟାଙ୍କ ସ୍କିମ୍ ବାବଦକୁ ୧୫୦ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି , ଶ୍ରୀଜଗନ୍ନାଥ ମନ୍ଦିର ପାଇଁ 'ସମର୍ପଣ' ନାଁରେ ଅନଲାଇନ୍ ଡିଜିଟାଲ ହୁଣ୍ଡି , ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କା ପ୍ରସ୍ତାବ ହୋଇଛି । 

https://www.thesakala.in/latest-odisha-news/cm-presents-state-budget-2026-27-worth-rs-3-10-lakh-crore/article-44861
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର