ଖୁସି ଖବର: ଆସନ୍ତା ୨୩ରୁ ରାଜଧାନୀରେ ଭକ୍ତଙ୍କ ପାଇଁ ଖୋଲିବ ଧର୍ମାନୁଷ୍ଠାନ

The Sakala Picture
Published On

ଭୁବନେଶ୍ୱର: ଭକ୍ତଙ୍କ ପାଇଁ ଖୁସି ଖବର। ଆସନ୍ତା ୨୩ରୁ ରାଜଧାନୀରେ ଭକ୍ତଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ନେଇ ଖୋଲିବ ସମସ୍ତ ଧାର୍ମିକ ଅନୁଷ୍ଠାନ । ଏ ନେଇ ବିଏମ୍‌ସି ପକ୍ଷରୁ ଜାରି ହୋଇଛି ମାର୍ଗଦର୍ଶିକା । ତେବେ କୋଭିଡ ଗାଇଡଲାଇନ୍ ପାଳନକୁ ବାଧ୍ୟତାମୂଳକ କରାଯାଇଛି । ତେବେ ୨୩ ପରେ ଲିଙ୍ଗରାଜ ମନ୍ଦିର ଖୋଲିବା ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ନେଇପାରିବେ ନିଷ୍ପତ୍ତି । ଏନେଇ ବିଭିନ୍ନ ଧର୍ମର ନେତୃବୃନ୍ଦଙ୍କ ସହ ଭର୍ଚୁଆଲରେ ହୋଇଥିଲା ଆଲୋଚନା। ସିଂହଦ୍ଵାର […]

ଭୁବନେଶ୍ୱର: ଭକ୍ତଙ୍କ ପାଇଁ ଖୁସି ଖବର। ଆସନ୍ତା ୨୩ରୁ ରାଜଧାନୀରେ ଭକ୍ତଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ନେଇ ଖୋଲିବ ସମସ୍ତ ଧାର୍ମିକ ଅନୁଷ୍ଠାନ । ଏ ନେଇ ବିଏମ୍‌ସି ପକ୍ଷରୁ ଜାରି ହୋଇଛି ମାର୍ଗଦର୍ଶିକା । ତେବେ କୋଭିଡ ଗାଇଡଲାଇନ୍ ପାଳନକୁ ବାଧ୍ୟତାମୂଳକ କରାଯାଇଛି । ତେବେ ୨୩ ପରେ ଲିଙ୍ଗରାଜ ମନ୍ଦିର ଖୋଲିବା ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ନେଇପାରିବେ ନିଷ୍ପତ୍ତି । ଏନେଇ ବିଭିନ୍ନ ଧର୍ମର ନେତୃବୃନ୍ଦଙ୍କ ସହ ଭର୍ଚୁଆଲରେ ହୋଇଥିଲା ଆଲୋଚନା। ସିଂହଦ୍ଵାର ଓ ଆଡକାଠ ଠାରୁ ଭକ୍ତଙ୍କ ଦର୍ଶନ ପାଇଁ ଅନୁମତି । ଭୋଗ ଲାଗିବା ଉପରେ ବି ରୋକ ଲଗାଯାଇଛି । ସାମାଜିକ ଦୂରତା ଓ ମାସ୍କ ବାଧ୍ୟତାମୂଳକ କରାଯାଇଛି । ୨୫ରୁ ଅଧିକ ଭକ୍ତଙ୍କ ଏକାଠି ଦର୍ଶନ ମନା। ଛେପ ପକାଇବା ଓ ଗୁଟଖା ଖାଇବା ଉପରେ ରୋକ ଲଗାଯାଇଛି । ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା, ୧୮ବର୍ଷରୁ କମ ବୟସ୍କ ଓ ଅନ୍ୟ ସମ୍ବେଦନଶୀଳ ବର୍ଗଙ୍କୁ ଧାର୍ମିକ ଅନୁଷ୍ଠନ ଯିବା ଉପରେ ବି କଟକଣା ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

09 Aug 2021 By The Sakala

ଖୁସି ଖବର: ଆସନ୍ତା ୨୩ରୁ ରାଜଧାନୀରେ ଭକ୍ତଙ୍କ ପାଇଁ ଖୋଲିବ ଧର୍ମାନୁଷ୍ଠାନ

ଭୁବନେଶ୍ୱର: ଭକ୍ତଙ୍କ ପାଇଁ ଖୁସି ଖବର। ଆସନ୍ତା ୨୩ରୁ ରାଜଧାନୀରେ ଭକ୍ତଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ନେଇ ଖୋଲିବ ସମସ୍ତ ଧାର୍ମିକ ଅନୁଷ୍ଠାନ । ଏ ନେଇ ବିଏମ୍‌ସି ପକ୍ଷରୁ ଜାରି ହୋଇଛି ମାର୍ଗଦର୍ଶିକା । ତେବେ କୋଭିଡ ଗାଇଡଲାଇନ୍ ପାଳନକୁ ବାଧ୍ୟତାମୂଳକ କରାଯାଇଛି । ତେବେ ୨୩ ପରେ ଲିଙ୍ଗରାଜ ମନ୍ଦିର ଖୋଲିବା ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ନେଇପାରିବେ ନିଷ୍ପତ୍ତି । ଏନେଇ ବିଭିନ୍ନ ଧର୍ମର ନେତୃବୃନ୍ଦଙ୍କ ସହ ଭର୍ଚୁଆଲରେ ହୋଇଥିଲା ଆଲୋଚନା। ସିଂହଦ୍ଵାର ଓ ଆଡକାଠ ଠାରୁ ଭକ୍ତଙ୍କ ଦର୍ଶନ ପାଇଁ ଅନୁମତି । ଭୋଗ ଲାଗିବା ଉପରେ ବି ରୋକ ଲଗାଯାଇଛି । ସାମାଜିକ ଦୂରତା ଓ ମାସ୍କ ବାଧ୍ୟତାମୂଳକ କରାଯାଇଛି । ୨୫ରୁ ଅଧିକ ଭକ୍ତଙ୍କ ଏକାଠି ଦର୍ଶନ ମନା। ଛେପ ପକାଇବା ଓ ଗୁଟଖା ଖାଇବା ଉପରେ ରୋକ ଲଗାଯାଇଛି । ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା, ୧୮ବର୍ଷରୁ କମ ବୟସ୍କ ଓ ଅନ୍ୟ ସମ୍ବେଦନଶୀଳ ବର୍ଗଙ୍କୁ ଧାର୍ମିକ ଅନୁଷ୍ଠନ ଯିବା ଉପରେ ବି କଟକଣା ।

https://www.thesakala.in/latest-odisha-news/religious-institutions-will-be-open-to-devotees-in-the-capital-from-23rd-aug/article-4498
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର