ମାଓବାଦୀଙ୍କୁ ଡିଜିପିଙ୍କ ଶେଷ ଚେତାବନୀ: 'ବନ୍ଧୁକ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅ, ନହେଲେ ଜେସାକୁ ତେସା ନୀତି ଆପଣାଇବ ଓଡିଶା ପୋଲିସ'

Madhusudan Das Picture
Published On

ଭୁବନେଶ୍ୱର: ମାଓବାଦୀଙ୍କୁ ଡିଜିପିଙ୍କ ଶେଷ ଚେତାବନୀ । ଜଙ୍ଗଲରେ ଆଉ ଚାଲିବନି ଜଙ୍ଗଲରାଜ । ବନ୍ଧୁକ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅ । ହିଂସା ଛାଡି ଅହିଂସାର ରାସ୍ତା ଆପଣାଅ । ନହେଲେ ଜେସାକୁ ତେସା ନୀତି ଆପଣାଇବା ଓଡିଶା ପୋଲିସ । କେନ୍ଦ୍ର ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ମାଓ ଦମନ ଅଭିଯାନର ସମୟସୀମା ମାର୍ଚ୍ଚ ମାସ ୨୦୨୬ରେ ସରିବାକୁ ଯାଉଥିବାବେଳେ ମାଓ ଅପରେସନକୁ ଆହୁରି ଜୋରଦାର କରାଯାଇଛି। ସରକାରଙ୍କ ପକ୍ଷରୁ ଯେଉଁ ପୁନର୍ବାସ ଯୋଜନା କରାଯାଇଛି ତା'ର ଫାଇଦା ନେବାକୁ ଅପିଲ କରିଛନ୍ତି ପୋଲିସ ଡିଜି । ଏହା ସହ ହତିୟାର ନେଇ ଆତ୍ମସମର୍ପଣ କଲେ ମିଳିବ ସରକାରୀ ସହାୟତା । କିନ୍ତୁ ହିଂସା ପଥ ଆପଣାଇଲେ ପରିସ୍ଥିତି ଭୟଙ୍କର ହେବ ବୋଲି ଚେତାବନୀ ଦେଇଛନ୍ତି ଡିଜିପି ୱାଇ.ବି. ଖୁରାନିଆ । 

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

27 Feb 2026 By Madhusudan Das

ମାଓବାଦୀଙ୍କୁ ଡିଜିପିଙ୍କ ଶେଷ ଚେତାବନୀ: 'ବନ୍ଧୁକ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅ, ନହେଲେ ଜେସାକୁ ତେସା ନୀତି ଆପଣାଇବ ଓଡିଶା ପୋଲିସ'

ଭୁବନେଶ୍ୱର: ମାଓବାଦୀଙ୍କୁ ଡିଜିପିଙ୍କ ଶେଷ ଚେତାବନୀ । ଜଙ୍ଗଲରେ ଆଉ ଚାଲିବନି ଜଙ୍ଗଲରାଜ । ବନ୍ଧୁକ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅ । ହିଂସା ଛାଡି ଅହିଂସାର ରାସ୍ତା ଆପଣାଅ । ନହେଲେ ଜେସାକୁ ତେସା ନୀତି ଆପଣାଇବା ଓଡିଶା ପୋଲିସ । କେନ୍ଦ୍ର ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ମାଓ ଦମନ ଅଭିଯାନର ସମୟସୀମା ମାର୍ଚ୍ଚ ମାସ ୨୦୨୬ରେ ସରିବାକୁ ଯାଉଥିବାବେଳେ ମାଓ ଅପରେସନକୁ ଆହୁରି ଜୋରଦାର କରାଯାଇଛି। ସରକାରଙ୍କ ପକ୍ଷରୁ ଯେଉଁ ପୁନର୍ବାସ ଯୋଜନା କରାଯାଇଛି ତା'ର ଫାଇଦା ନେବାକୁ ଅପିଲ କରିଛନ୍ତି ପୋଲିସ ଡିଜି । ଏହା ସହ ହତିୟାର ନେଇ ଆତ୍ମସମର୍ପଣ କଲେ ମିଳିବ ସରକାରୀ ସହାୟତା । କିନ୍ତୁ ହିଂସା ପଥ ଆପଣାଇଲେ ପରିସ୍ଥିତି ଭୟଙ୍କର ହେବ ବୋଲି ଚେତାବନୀ ଦେଇଛନ୍ତି ଡିଜିପି ୱାଇ.ବି. ଖୁରାନିଆ । 

https://www.thesakala.in/latest-odisha-news/dgp-issues-final-warning-to-maoists/article-45021
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର