ରାଜ୍ୟରେ ଆଉ ୬୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୪ ତଳକୁ ଖସୁ ନାହିଁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୫୬୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ […]

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୪ ତଳକୁ ଖସୁ ନାହିଁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୫୬୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ ରହିଛନ୍ତି । କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଦେବଗଡ଼ ଓ ଝାରସୁଗୁଡ଼ା ୨ଜଣ ଲେଖାଏଁ,ବଲାଙ୍ଗୀର, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

10 Aug 2021 By The Sakala

ରାଜ୍ୟରେ ଆଉ ୬୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୪ ତଳକୁ ଖସୁ ନାହିଁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୫୬୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ ରହିଛନ୍ତି । କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଦେବଗଡ଼ ଓ ଝାରସୁଗୁଡ଼ା ୨ଜଣ ଲେଖାଏଁ,ବଲାଙ୍ଗୀର, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

https://www.thesakala.in/latest-odisha-news/more-64-corona-patient-died-in-state-in-last-24-hours/article-4502
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର