ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Madhusudan Das Picture
Published On

ରାଉରକେଲା: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର । ମୃତ ଯୁବତୀଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରି ନଥିବାବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ରାଉରକେଲା ସହରର ବ୍ରାହ୍ମଣୀ ତରଙ୍ଗ ଥାନା ଅଧିନ ସମିଲ ନିକଟ ସ୍କୁଲର ପଛପଟ ବୁଦା ମୂଳରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ବ୍ରାହ୍ମଣୀ ତରଙ୍ଗ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବତୀଙ୍କ ବୟସ ପ୍ରାୟ ୨୫ ବର୍ଷ ହୋଇଥିବା ସୂଚନା ମିଳିଛି । କେହି ଦୁର୍ବୃତ୍ତ ଯୁବତୀଙ୍କୁ ହତ୍ୟା କରି ବୁଦାରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ତେବେ କିଏ କାହିଁକି ହତ୍ୟା କରିଛି ଏବଂ କିଭଳି ଯୁବତୀଙ୍କ ମୃତଦେହ ଏଠାକୁ ଆସିଲା ତାହା ବର୍ତ୍ତମାନ ମଧ୍ୟ ଅସ୍ପଷ୍ଟ ରହିଛି । ବିଭିନ୍ନ ଦିଗକୁ ନେଇ ପୋଲିସ ତଦନ୍ତ ଜାରି ରଖିଛି। 

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

06 Mar 2026 By Madhusudan Das

ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଉରକେଲା: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର । ମୃତ ଯୁବତୀଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରି ନଥିବାବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ରାଉରକେଲା ସହରର ବ୍ରାହ୍ମଣୀ ତରଙ୍ଗ ଥାନା ଅଧିନ ସମିଲ ନିକଟ ସ୍କୁଲର ପଛପଟ ବୁଦା ମୂଳରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ବ୍ରାହ୍ମଣୀ ତରଙ୍ଗ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବତୀଙ୍କ ବୟସ ପ୍ରାୟ ୨୫ ବର୍ଷ ହୋଇଥିବା ସୂଚନା ମିଳିଛି । କେହି ଦୁର୍ବୃତ୍ତ ଯୁବତୀଙ୍କୁ ହତ୍ୟା କରି ବୁଦାରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ତେବେ କିଏ କାହିଁକି ହତ୍ୟା କରିଛି ଏବଂ କିଭଳି ଯୁବତୀଙ୍କ ମୃତଦେହ ଏଠାକୁ ଆସିଲା ତାହା ବର୍ତ୍ତମାନ ମଧ୍ୟ ଅସ୍ପଷ୍ଟ ରହିଛି । ବିଭିନ୍ନ ଦିଗକୁ ନେଇ ପୋଲିସ ତଦନ୍ତ ଜାରି ରଖିଛି। 

https://www.thesakala.in/latest-odisha-news/suspicious-body-of-young-woman-recovered-from-bushes-on-roadside-in-rourkela/article-45161
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର