ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

Madhusudan Das Picture
Published On

କଟକ: ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ । କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡାର ୭ଟି ସ୍ଥାନରେ ରେଡ୍ ଚାଲିଛି । ଭୁବନେଶ୍ୱର ସହିଦନଗରରେ ପ୍ରସନ୍ନଙ୍କର ରହିଛି ୩ମହଲା କୋଠା । ଏହାସହ ଆଉ ଏକ ନିର୍ମାଣଧୀନ ୩ ମହଲା କୋଠା ମଧ୍ୟ ରହିଛି ।  ପୈତୃକ ଘର ପୁରୀ ଜିଲ୍ଲା ଗଡିଶାଗଡ଼ ଥାନା ଦୁଛିଆରେ ରେଡ୍ କରୁଛି ଟିମ୍ ।  ସେପଟେ ଭୁବନେଶ୍ବର ଲକ୍ଷ୍ମୀସାଗର ଓ କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇରେ ଥିବା ସମ୍ପର୍କୀୟଙ୍କ ଘର, କଣ୍ଟାପଡାରେ ଥିବା ସରକାରୀ କ୍ବାର୍ଟର୍ସ ଓ କାର୍ଯ୍ୟାଳୟରେ ଯାଞ୍ଚ କରୁଛି ଟିମ୍ । ଚଢ଼ାଉରେ ଭିଜିଲାନ୍ସର ଦୁଇ ଜଣ ଅତିରିକ୍ତ ଏସପି, ୮ ଜଣ ଡ଼ିଏସପି, ୧୧ ଜଣ ଇନିସ୍ପେକ୍ଟର, ୫ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

11 Mar 2026 By Madhusudan Das

ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

କଟକ: ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ । କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡାର ୭ଟି ସ୍ଥାନରେ ରେଡ୍ ଚାଲିଛି । ଭୁବନେଶ୍ୱର ସହିଦନଗରରେ ପ୍ରସନ୍ନଙ୍କର ରହିଛି ୩ମହଲା କୋଠା । ଏହାସହ ଆଉ ଏକ ନିର୍ମାଣଧୀନ ୩ ମହଲା କୋଠା ମଧ୍ୟ ରହିଛି ।  ପୈତୃକ ଘର ପୁରୀ ଜିଲ୍ଲା ଗଡିଶାଗଡ଼ ଥାନା ଦୁଛିଆରେ ରେଡ୍ କରୁଛି ଟିମ୍ ।  ସେପଟେ ଭୁବନେଶ୍ବର ଲକ୍ଷ୍ମୀସାଗର ଓ କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇରେ ଥିବା ସମ୍ପର୍କୀୟଙ୍କ ଘର, କଣ୍ଟାପଡାରେ ଥିବା ସରକାରୀ କ୍ବାର୍ଟର୍ସ ଓ କାର୍ଯ୍ୟାଳୟରେ ଯାଞ୍ଚ କରୁଛି ଟିମ୍ । ଚଢ଼ାଉରେ ଭିଜିଲାନ୍ସର ଦୁଇ ଜଣ ଅତିରିକ୍ତ ଏସପି, ୮ ଜଣ ଡ଼ିଏସପି, ୧୧ ଜଣ ଇନିସ୍ପେକ୍ଟର, ୫ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର