ରାଜ୍ୟରେ ଆଉ ୬୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୫ ତଳକୁ ଖସୁ ନାହିଁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଛନ୍ତି […]

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୫ ତଳକୁ ଖସୁ ନାହିଁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, କଳାହାଣ୍ଡି. ଯାଜପୁର, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

11 Aug 2021 By The Sakala

ରାଜ୍ୟରେ ଆଉ ୬୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୫ ତଳକୁ ଖସୁ ନାହିଁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, କଳାହାଣ୍ଡି. ଯାଜପୁର, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର